-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ଚୁଡାପାଲି ଗସ୍ତ, ସ୍ୱାସ୍ଥ୍ୟ, ଶିକ୍ଷା ଓ ସୁକତେଲ ପ୍ରକଳ୍ପ କୁ ନେଇ ବୁଦ୍ଧଜୀବୀଙ୍କ ସହ ନରସିଂହଙ୍କ ଆଲୋଚନା

29-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ଅପରାହ୍ନ ଘ.୫ ସମୟରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଚୁଡାପାଲି ଅଂଚଳର ବିଭିନ୍ନ ସମସ୍ୟାକୁ ନେଇ ସେଠାକାର ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ଆଲୋଚନା କରିଛନ୍ତି । ବିଶେଷ କରି ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସା ବ୍ୟବସ୍ଥାକୁ ନେଇ ବୁଦ୍ଧିଜୀବିମାନେ ଶ୍ରୀ ମିଶ୍ରଙ୍କ ଆଗରେ ଘୋର ଅସନ୍ତୋଷ ପ୍ରକାଶ କରିଥିଲେ । ପ୍ରାୟତଃ ଅନେକ ସମୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ରହୁନଥିବା ତଥା ଆଉଟଡୋର ଇନଡୋର ରେ ରୋଗୀ କେବଳ ନାମକୁ ମାତ୍ର ପଞ୍ଜିକୃତ ହେଉଥିବାରୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପ୍ରକୃତ ଫାଇଦା ଲୋକେ ପାଉନଥିବାର ଆଲୋଚନା ହୋଇଥିଲା । ଛୋଟ ଛୋଟ ଅସ୍ତ୍ରପ୍ରଚାର ମଧ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ହେଉନଥିବାରୁ ଲୋକେ ଅଭିଯୋଗ କରିଥିଲେ । ଏହା ସହ ଚୁଡାପାଲି ସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟର ଯୁକ୍ତ ଦୁଇ ଶ୍ରେଣୀରେ ସିଟ ସଂଖ୍ୟା ବଡାଇବା ପାଇଁ ବୁଦ୍ଧଜୀବୀମାନେ ଦାବି କରିଥିଲେ । ସେମାନେ କହିଥିଲେ ଯୁକ୍ତ ଦୁଇ ରେ କେବଳ ଅନୁସୂଚିତ ଜାତି ପାଇଁ ୧୦ ଟି ପୁଅ ଓ ୧୦ଟି ଝିଅ ସିଟ୍ , ଜନଜାତି ପାଇଁ ୨୦ଟି ପୁଅ ଓ ୨୦ଟି ଝିଅ ସିଟ୍ ଅଛି ଏବଂ ସାଧାରଣ ବର୍ଗ ପାଇଁ କେବଳ ୪ଟି ସିଟ୍ ଅଛି । ତେଣୁ ଯେହେତୁ ଏ ବର୍ଷ ରେକର୍ଡ ସଂଖ୍ୟକ ପୁଅ ଝିଅ ହାଇସ୍କୁଲ ପରିକ୍ଷାରେ ପାସ କରିଛନ୍ତି । ଅନୁସୂଚିତ ଜନଜାତି ସିଟ ସହିତ ସାଧାରଣ ବର୍ଗର ସିଟ ବଢାଇବାର ବ୍ୟବସ୍ଥା କରିବା ପାଇଁ ବିଧାୟକ ଶ୍ରୀ ମିଶ୍ରଙ୍କ ଆଗରେ ଦାବି କରିଥିଲେ । ଆହୁରି ମଧ୍ୟ ଢୁଲୁସର ଏବଂ ଚୁଡାପାଲି ଅଂଚଳ କିଛି ଲୋୟର ସୁକତେଲ ପ୍ରକଳ୍ପ ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଲୋକେ କ୍ଷତିପୁରଣ ପାଇ ନ ଥିବା ଅଭିଯୋଗ କରିଥିଲେ । ଯାହାକି ବିଧାୟକ ଶ୍ରୀ ମିଶ୍ର ତୁରନ୍ତ ଫୋନ ଯୋଗେ ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀଙ୍କୁ ଏହାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ଏବଂ ସ୍ୱାସ୍ଥ୍ୟ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ସିଟ୍ ବଢାଇବା ସମସ୍ୟା ଉପରେ ସେ ପଦକ୍ଷେପ ନେବାର ପ୍ରତିଶୃତି ଦେଇଥିଲେ । ବିଧାୟକଙ୍କ ସହି ଆଲୋଚନା ସମୟରେ ସ୍ଥାନୀୟ ସରପଂଚ ଘାସିରାମ ବେହେରା, ବୁଦ୍ଧିଜିବି ତଥା ବରିଷ୍ଠ ନାଗରିକ ଲୋକନାଥ କୁମୁରା, ଲମ୍ବୋଦର ପଟେଲ, ନିରଞ୍ଜନ ମିଶ୍ର, ଅକ୍ଷୟ ଘିଭେଲା, ଶୁଶିଲ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like