-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଭର୍ଚୁଆଲ ମୋଡ ରେ ସର୍ବ ଭାରତୀୟ ପ୍ରାଥମିକ ଶିକ୍ଷକ ଫେଡରେଶନ ର କାର୍ଯ୍ୟକାରିଣୀ ବୈଠକ

29-Jul-2021



ବଲାଙ୍ଗୀର (ପ୍ରେରଣା ଖବର) : ଆଜି ଗୁରୁବାର ଦିବା ୪ ଘଣ୍ଟା ସମୟରେ ସର୍ବ ଭାରତୀୟ ପ୍ରାଥମିକ ଶିକ୍ଷକ ଫେଡରେଶନ , ପଶ୍ଚିମ ଓଡ଼ିଶା , ବଲାଙ୍ଗୀର ଜିଲ୍ଲା ର ମାସିକ କାର୍ଯ୍ୟକାରିଣୀ ବୈଠକ ସଂଗଠନ ର ଗଣମାଧ୍ୟମ ସଂଯୋଜକ , ବନମାଳୀ ସାହୁ ଙ୍କ ଆୟୋଜନ କ୍ରମେ ଭର୍ଚୁଆଲ ମୋଡ଼ ରେ ଅନୁଷ୍ଠିତ ହୋଇଯାଇଛି । ସଙ୍ଗଠନ ସଭାପତି ଦେବଦତ୍ତ ମେହେର ଙ୍କ ସଭାପତିତ୍ବ ରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ର ପ୍ରାରମ୍ଭରେ ସଙ୍ଗଠନ ର ସମ୍ପାଦକ ହରେକୃଷ୍ଣ ରଥ ପ୍ରାରମ୍ଭିକ ସୂଚନା ସହ ସ୍ବାଗତ ଭାଷଣ ଦେଇଥିଲେ । ସଙ୍ଗଠନ ର ବରିଷ୍ଠ ଉପଦେଷ୍ଟା ଇନ୍ଦୁ ଡାଙ୍ଗ ବୈଠକ ର ନିୟମାବଳୀ ଓ ଉଦ୍ଦେଶ୍ୟ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ । 
   ବୈଠକରେ ବିଶିଷ୍ଟ ସଦସ୍ୟ/ସଦସ୍ୟା ଭାରତ ମହାକୁର, ତପନ କୁମାର ଦାସ, ବିଶ୍ୱ ମୋହନ ମିଶ୍ର , ଦୁର୍ଯୋଧନ ପଶାୟତ, ପ୍ରତାପ ତ୍ରିପାଠୀ , ସବିତା ମହାର, ଅନୁପମା ପ୍ରହରାଜ, ତୁଷାର କର୍ମୀ, ଜାନକିରାମ ସାମବେଦମ୍, ଅନିଲ କୁମାର ରଣା ପ୍ରମୁଖ ଯୋଗ ଦେଇ ନିଜ ନିଜ ବ୍ଲକ୍ ମାନଙ୍କର ଶିକ୍ଷକ ସମସ୍ୟା ଉପସ୍ଥାପନ କରିଥିଲେ । ସମସ୍ତ ଶିକ୍ଷକ ସମସ୍ୟାଗୁଡ଼ିକୁ ସଙ୍ଗଠନ ର ପ୍ରତିନିଧି ମାଧ୍ୟମରେ ଜିଲ୍ଲା ଓ ବ୍ଲକ୍ ପ୍ରଶାସନ ସମ୍ମୁଖରେ ଦାବି ଉପସ୍ଥାପନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ । ଏହା ସହ ଶିକ୍ଷକ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ର ସମାଧାନ ପାଇଁ ସରକାର ଙ୍କ ଠାରେ ଦାବି କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା । 
   ଶେଷରେ ବନମାଳୀ ସାହୁ ନିଜ ମତାମତ ପ୍ରଦାନ ପୂର୍ବକ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like