-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜନୀତି

ବିଜେପୁର’ ଫଣ୍ଡା । ବିଜେପୁର ଭଳି ବିକାଶର ନାରା ଦେଇ ବାଲେଶ୍ୱରରେ ସମାନ ଗୋଟି ଚଳାଇଲେ ନବୀନ । କହିଲେ ମୁଁ ନେବି ବାଲେଶ୍ୱରର ବିକାଶ ଦାୟିତ୍ୱ!

29-Oct-2020



ବାଲେଶ୍ୱର, (ପ୍ରେରଣା ଖବର)ବିଜେପୁର ପରେ ବାଲେଶ୍ୱର ଦାୟିତ୍ୱ ନେବେ ନବୀନ । ବାଲେଶ୍ୱର ବିକାଶ ଦାୟିତ୍ୱ ନିଜେ ବୁଝିବେ, ଆଉ ବିକାଶ କାମକୁ ନିଜେ ତଦାରଖ କରିବେ ନବୀନ । ଡିଜିଟାଲ ପ୍ରଚାରରେ ଏଭଳି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲେଶ୍ୱର ସଦର ଉପ ନିର୍ବାଚନ ପାଇଁ ଜୋରଦାର ରାଲି ଚାଲିଥିବା ବେଳେ ଡିଜିଟାଲ ପ୍ରଚାର ମାଧ୍ୟମରେ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଉ ପ୍ରଚାରରେ ବାଲେଶ୍ୱରର ବିକାଶ ଓ ବିକଶିତ ହୋଇଥିବା କାମକୁ ଫୋକସ ଦେଇଛନ୍ତି । ବାଲେଶ୍ୱର ହେଉଛି ଉତ୍ତର ଓଡିଶାର ସବୁଠୁ ସୁନ୍ଦର ସହର । ସାଧାରଣ ନିର୍ବାଚନ ଆଉ ୩ ବର୍ଷ ରହିଲା । ଏହି ୩ ବର୍ଷ ଭିତରେ ଅନେକ କାମ କରିବାର ଅଛି । ତେଣୁ ବାଲେଶ୍ୱରର ବିକାଶ ମୋ ଦାୟିତ୍ୱ ବୋଲି ନବୀନ କହି ବିକାଶର ଭାର ନିଜ କାନ୍ଧକୁ ନେଇଛନ୍ତି ନବୀନ  ।

ତେବେ କଂଗ୍ରେସ ବିଧାୟକ ସୁବଳ ସାହୁଙ୍କ ଦେହାନ୍ତ ପରେ ୨୦୧୮ରେ ଯେତେବେଳେ ବିଜେପୁର ପାଇଁ ଉପ ନିର୍ବାଚନ ହୋଇଥିଲା । ସେତେବେଳେ ବିଜେପୁର ସବୁ ଭାର ନିଜେ ନେବେ ବୋଲି ବି ଘୋଷଣା କରିଥିଲେ ନବୀନ । ଆଉ ସୁବଳଙ୍କ ପତ୍ନୀ ରୀତା ସାହୁଙ୍କୁ ପ୍ରାର୍ଥୀ କରି ବିଜେପୁର ବାଜି ଜିତିଥିଲେ । ଆଉ ଏବେ ବାଲେଶ୍ୱର ପାଇଁ ସେହି ସମାନ ରଣନୀତି ଆପଣାଇଛନ୍ତି ବିଜେଡି ସୁପ୍ରିମୋ!! 

ପ୍ରଚାରରେ ନବୀନ କହିଛନ୍ତି ବାଲେଶ୍ୱର ଆସିଲେ ମୁଁ ଫକୀର ମୋହନ ସେନାପତିଙ୍କୁ ମନେପକାଏ । ମୁଁ ତାଙ୍କୁ ବହୁତ ମାନେ । ତାଙ୍କ ରେବତୀ ଗଳ୍ପ ମୋତେ ସବୁଠାରୁ ଭଲ ଲାଗେ । କଲାମ ଯେତେବେଳେ ବିଜୁ ବାବୁଙ୍କୁ ଭେଟୁଥିଲେ ସେତେବେଳେ ବିଜୁ ବାବୁ କଲାମଙ୍କୁ କହୁଥିଲେ କି ଆପଣ ଚାନ୍ଦିପୁରରେ ଏମିତି କ୍ଷପଣାସ୍ତ୍ର ତିଆରି କରନ୍ତୁ ଯାହା ଚାଇନାକୁ ଚକମା ଦେବ । ତେବେ ପ୍ରଚାର ବେଳେ ବାଲେଶ୍ୱର ସହ ବିଜୁଙ୍କ ସମ୍ପର୍କ ଓ ବିକାଶର କଥା କହି ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ପାଇଁ ଭୋଟ ମାଗିଛନ୍ତି!!

Attachments area


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like