-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଅତିଶୟ ଗରିବ ମହିଳାଙ୍କ ଶୁଦ୍ଧିକ୍ରିୟାରେ ସହାୟତାର ହାତ ବଢ଼ାଇଲା ମହିଳା ମହାସଂଘ

30-Jul-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନ‌ଏସି ଅନ୍ତର୍ଗତ ୱାର୍ଡ ନଂ୨ ଶୁଣ୍ଢିମୁଣ୍ଡା ଗ୍ରାମର ଏକ ଅତିଶୟ ଗରିବ ପରିବାର ଶୁଦ୍ଧିକ୍ରିୟା କାର୍ଯ୍ୟ କରିନପାରିବାରୁ ଅଣ୍ଟା ଭିଡ଼ିଲେ ଶୁଣ୍ଢିମୁଣ୍ଡା ଲକ୍ଷ୍ମୀ ନାରାୟଣ ମହିଳା ମହାସଂଘ । ସୂଚନା ଯୋଗ୍ୟ ଯେ ଗତ ୧୯ତାରିଖ ଗ୍ରାମର ରିତା ଯାଦବ(୩୨) ନାମକ ଜଣେ ମହିଳା ଙ୍କ କୋୖଣସି କାରଣରୁ ଅକାଳ ବିୟୋଗ ହୋଇଯାଇଥିଲା । ତେବେ ତାଙ୍କର ୩ ସନ୍ତାନ ମଧ୍ୟରୁ ବଡ଼ ଝିଅ ମାମୁଁ ଘରେ ଥିବା ବେଳେ ପାଖରେ ଛୋଟ ଛୋଟ ଦୁଇ କୋମଳ ମତି ଶିଶୁଙ୍କୁ ଧରି ବାପା ଏବେ ଏକୁଟିଆ । ଉଭୟ ସ୍ବାମୀ ଓ ସ୍ତ୍ରୀ ବହୁଦିନ ହେବ ରେଢ଼ାଖୋଲରେ ରହି ଟ୍ରେନରେ ଚା ବିକ୍ରି କରି ପରିବାର ପ୍ରତି ପୋଷଣ କରିଆସୁଥିଲେ । ହେଲେ ମହାମାରୀ କୋଭିଡ ସମୟରେ ଟ୍ରେନ ଚାଲୁ ନଥିବାରୁ ଓ କାମଧନ୍ଦା ନପାଇ ଆର୍ଥିକ ଅନଟନରେ ଗତି କରୁଥିବାରୁ ମୃତ ସ୍ତ୍ରୀର ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଟିଏ ନଥିବା  ଜାଣିବା ପରେ ମହିଳା ମହାସଂଘର ସଦସ୍ୟା ମାନେ ଆଜି ଦଶା କାର୍ଯ୍ୟରେ ଘରକୁ ଘର ଯାଇ ଚାଉଳ ଓ ପନିପରିବା ସଂଗ୍ରହ କରି ରିତାଙ୍କ ସ୍ବାମୀଙ୍କୁ ଶୁଦ୍ଧିକ୍ରିୟା କାର୍ଯ୍ୟ ପାଇଁ ସହାୟତର ହାତ ବଢ଼ାଇଛନ୍ତି । ଏଥିରେ ଲକ୍ଷ୍ମୀ ନାରାୟଣ ମହିଳା ମହାସଂଘ ସଭାପତି ମିନା କଲତା, ସମ୍ପାଦକ ଅନିତା ରାଉଳ,  ମମତା ପୋଢ଼, ପ୍ରଭାସିନୀ ରାଉଳ, ଲକ୍ଷ୍ମୀ ପ୍ରଧାନ, ସୁଶୀଳା କଲତା,ଅଞ୍ଜେଇ ନାଗ, ଅନୀତା ପଟ୍ଟନାୟକ , କନକଲତା ରାଉତ , ବିଜୁଳି ନାଏକ, ଯୁଗସିନି ପୋଢଙ୍କ ସହ ୱାଡ଼ ଅଫିସର ଧିରେନ ପ୍ରଧାନ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026

You Might Also Like