-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ - ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି:ଗୁଣାତ୍ମକ ଶିକ୍ଷା କାର୍ଯ୍ୟକ୍ରମ ର ସଫଳତା ରେ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

30-Jul-2021



ଭୁବନେଶ୍ବର (ପ୍ରେରଣା ଖବର) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। 

 ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ
 ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ।
 ପ୍ରାଥମିକ ଶିକ୍ଷା କ୍ଷେତ୍ରରେ  ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

 ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ  ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ ।  ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ  ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ  ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର  ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like