-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଆକ୍ରମଣ ବିରୁଦ୍ଧରେ ପ୍ରତିବାଦ ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

30-Jul-2021



କଣ୍ଟାବାଞ୍ଜି ( ଆନନ୍ଦ କୁମାର ମୋଟେ ) ସମ୍ବିଧାନର ଚତୁର୍ଥ ସ୍ତମ୍ଭ ହେଲେ ଗଣମାଧ୍ୟମ ପ୍ରତିନିଧି । ଖରା, ବର୍ଷା, ଶୀତକୁ ଖାତିର ନକରି ସାମ୍ବାଦିକ ନିଜର କାର୍ଯ୍ୟ ସୁଚାରୁ ରୁପେ ତୁଲାଇ ଥାଏ । ମହାମାରି କରୋନା ସମୟରେ ନିଜର ଜିବନକୁ ବାଜି ଲଗାଇ କାର୍ଯ୍ୟରତ ସାମ୍ବାଦିକ ଗ୍ରାଉଣ୍ଡ ଜିରୋକୁ ଯାଇ ଲୋକଙ୍କୁ ଖବର ପହଂଚାବାକୁ ସଦା ସର୍ବଦା ଆଗରେ ରହିଛି । ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକଙ୍କୁ ଆଗଧାଡିର କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏଭଲି ସ୍ଥିତିରେ କେନ୍ଦ୍ରାପଡା ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକଙ୍କୁ  ଜଣେ ମହିଳା କନେଷ୍ଟବଳ ଆକ୍ରମଣ କରିଥିବା ଦେଖାଯାଇଥିଲା । ସେହିପରି ପୁରୀ ଜିଲ୍ଲା ଗୋପ ଥାନା ଅଧିକାରି ଜଣେ ବୈଦୁତିକ ଗଣମାଧ୍ୟମ ପ୍ରତିିନିଧିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ଖବର ଆସିଥିଲା । ପୋଲିସ ନିଜର ପାୱାର , କ୍ଷମତାର ଅପବ୍ୟବହାର କରୁଥିବା ବେଳେ ଏଭଲି ଖବର ଗଣମାଧ୍ୟମ ପ୍ରତିନିଧି ନିଜର ଖବର କାଗଜ କିମ୍ବା ନ୍ୟୁଜ ଚ୍ୟାନେଲରେ ପ୍ରସାରଣ କଲେ ପୋଲିସ ନାଲି ଆଖି ଦେଖାଇ ଗଣମାଧ୍ୟମ ପ୍ରତିନିଧିଙ୍କୁ ଚାପ ପ୍ରୟୋଗ କରି କାର୍ଯ୍ୟନୁଷ୍ଠାନ ନେବାକୁ ଧମକ ଦେଉଛି । କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ ଏବଂ ହତ୍ୟା ଧମକ ଦେଇଥିବା ମହିଳା କନେଷ୍ଟବଳ, ଥାନା ଅଧିକାରିଙ୍କ ବିରୁର୍ଦ୍ଧରେ କାର୍ଯ୍ୟନୁଷ୍ଠାନ ନେବା ସହ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ କଣ୍ଟାବାଞ୍ଜି ପ୍ରେସ କ୍ଲବ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରିଛି । ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା, କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ସଂପାଦକ ପୁଷ୍ପକେତୁ ବେହେରା, ଉପସଭାପତି ରଶ୍ମିରଂଜନ ପୁଟେଲ, ମନୋଜ ଶର୍ମା, ସହସଂପାଦକ ଦିପକ କୁମାର ଦାସ ୟାଦବ , ଅନିଲ ତ୍ରିପାଠି, କୋଷାଧ୍ୟକ୍ଷ କମଲଜିତ ସିଂ ମଖୀଜା, ପରାମର୍ଶଦାତା ଆନନ୍ଦ ମୋଟେ, ଆଶିଷ ଖଇତାନ, ଦୁର୍ଗାପ୍ରସାଦ ଗୁପ୍ତା, ଆଇନ ପରାମର୍ଶଦାତା ବିବେକ ଶର୍ମା, କାର୍ଯ୍ୟକାରି ସଦସ୍ୟ ସୁବ୍ରତ ମହାକୁଡ,  ରୋହନ ମହତ, ବିସିକେଶନ ମାଝି, ଜଗମୋହନ ତାଣ୍ଡି ପ୍ରମୁଖ ସ୍ଥାନିୟ ତହସିଲଦାର ଅଶୋକ କୁମାର ମାଝୀଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ଦାବିପତ୍ର ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like