-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||     

HOME   ଜିଲ୍ଲା

ଏନ୍‌ଇଇଟି ରେ ୨୭% ଆରକ୍ଷଣ ଉପରେ ଓଡିଶା ରାଜ୍ୟ ଓବିସି ମଂଚର ପ୍ରତିକ୍ରିୟା        

30-Jul-2021



 ବଲାଙ୍ଗିର,(ପ୍ରେରଣା ଖବର)- ୩୦ ଜୁଲାଇ  ଏନ୍‌ଇଇଟି  ପରୀକ୍ଷାରେ ଓବିସି ପ୍ରାର୍ଥିଙ୍କୁ ଡାକ୍ତରୀ ସିଟରୁ ବଂଚିତ କରାଯିବା ବିରୋଧରେ ଏବଂ ପୂର୍ବବତ ୨୭% ସଂରକ୍ଷଣ ଲାଗୁ କରିବା ଦାବୀ ନେଇ ବିଭିନ୍ନ ଓବିସି ଓ ଅନ୍ୟାନ୍ୟ ସଂଗଠନ ପକ୍ଷରୁ ଯେଉଁ ଦେଶବ୍ୟାପୀ ଯୋରଦାର ଆନ୍ଦୋଳନ ହେଲା ତା ଆଗରେ ମୁଣ୍ଡ ନୁଆଁଇ କେନ୍ଦ୍ର ସରକାର ଗତ ୨୯ ଜୁଲାଇରେ ଓବିସି ପ୍ରାର୍ଥିଙ୍କୁ ପୂର୍ବବତ ୨୭% ଆରକ୍ଷଣ ଦେବାକୁ ଘୋଷଣା କରିଛନ୍ତି । ଏହା ପଛୁଆ ବର୍ଗର ସଂଗଠନ ଶକ୍ତିର ଫଳ । ସରକାର ଜାଣିଶୁଣି ସାମ୍ବିଧାନିକ ବିଧି-ବ୍ୟବସ୍ଥାକୁ ଓଲ୍ଲଂଘନ କରି ବିଗତ ଚାରି ବର୍ଷରେ ଓବିସିଙ୍କ ପାଇଁ ଉଦ୍ଦିଷ୍ଟ ୧୧୦୨୭ ମେଡିକାଲ ସିଟ ଜେନେରାଲ ବର୍ଗକୁ ଭେଟି ଦେଇଛନ୍ତି । ଆଗାମୀ ଦିନରେ ଏହାର ପୁନରାବୃତ୍ତି ଯେ ନ କରିବେ ତାହା ନୁହେଁ । ଏହିପରି ଓବିସି ବର୍ଗ ବାରାମ୍ବାର ଆନ୍ଦୋଳନକୁ ଓହ୍ଲାଉ ଥିବେ କି? ତେଣୁ ସରକାର ଙଈଉ ଜରଗ୍ଦରକ୍ସଙ୍ଖବଗ୍ଧସକ୍ଟଦ୍ଭ ଚକ୍ସକ୍ଟଗ୍ଧରମଗ୍ଧସକ୍ଟଦ୍ଭ ଇମଗ୍ଧ ପ୍ରଣୟନ କରି ଆରକ୍ଷଣକୁ ଆଇନଗତ ସୁରକ୍ଷା ଦିଅନ୍ତୁ ବୋଲି ଓବିସି ମଂଚ କହିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ   16-Jul-2026
  ଜିଲ୍ଲା  
ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ   16-Jul-2026
  ଜିଲ୍ଲା  
ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   16-Jul-2026
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026

You Might Also Like