-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବାଇକ ଲୁଟ କରଥିବା ଦୁଇ ଅଭିଯୁକ୍ତ ଙ୍କୁ ଗିରଫ ସହ ପାଞ୍ଚଟି ବାଇକ ଜବତ

31-Jul-2021



ପାଟଣାଗଡ (ପ୍ରେରଣା ଖବର) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ରମାଇଁ ହାଇସ୍କୁଲ ନିକଟରୁ ହୋଇଥିବା ବାଇକ୍‌ ଲୁଟ୍‌ ଘଟଣାର ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ବୟ ହେଲେ ପାଟଣାଗଡ଼ ବଡ଼ପଡ଼ାର ଦୀନେଶ ନାଗ(୨୫) ଓ ନିକଟସ୍ଥ କୁତୁମୁଣ୍ଡା ଗାଁର ପୁରନ୍ଦର କୁମ୍ଭାର(୨୦)।

ଗତ ୨୬ ତାରିଖ ରାତି ପ୍ରାୟ ୧ଟାରେ ସ୍ଥାନୀୟ ଜେଲ୍‌ ଲାଇନ ପଡ଼ାର ଅବିଦ୍ ମହମ୍ମଦ ବାଇକ୍‌ରେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ରମାଇଁ ହାଇସ୍କୁଲ ନିକଟରେ ଦୀନେଶ ଓ ପୁରନ୍ଦର ତାଙ୍କୁ ଅଟକାଇ ତାଙ୍କ ବାଇକ୍ (ଓଆର୍‌ ୧୭ ସି ୬୮୦୫)କୁ ଲୁଟି ନେଇଥିଲେ। ଏ ସମ୍ପର୍କରେ ଅବିଦ୍ ପାଟଣାଗଡ଼ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହାର ତଦନ୍ତ କରି ଦୀନେଶ ଓ ପୁରନ୍ଦରଙ୍କୁ ଗିରଫ କରିଥିଲା। ସେମାନଙ୍କ ନିକଟରୁ ଆଉ ୩ଟି ବାଇକ୍‌ ମଧ୍ୟ ଜବତ କରାଯାଇଛି ବୋଲି ଥାନାଧିକାରୀ ଅନନ୍ତ ପଧାନ କହିଛନ୍ତି। ସେହିପରି ଏହି ବାଇକ ଲୁଟେରା ମାନେ ପୁରୁଣା ଗାଡି ବିକ୍ରି କରୁଥିବା ବ୍ୟବସାୟୀ ଙ୍କ ଜରିଆରେ ଏହି ଲୁଟ ଚଳାଉ ଥିବା ବେଳେ ଅଧିକ ତଦନ୍ତ କରିବା ପାଇଁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like