-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||     

HOME   ଜିଲ୍ଲା

କୋଭିଡ ମହାମାରୀ ସମୟରେ ଶିଶୁ ଯତ୍ନ ପାଇଁ ପ୍ରଶିକ୍ଷଣ ଶିବିର

31-Jul-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଠାରେ ଗତ ୨୭ ଜୁଲାଇରୁ ୩୦ ଜୁଲାଇ ଯାଏଁ ଚାରୋଟି ପର୍ଯ୍ୟାୟରେ କୋଭିଡ ମହାମାରୀର ମୁକାବିଲା ସମୟରେ ଶିଶୁଙ୍କ ସ୍ଵାସ୍ଥ୍ୟର ଯତ୍ନ ପାଇଁ ପ୍ରଶିକ୍ଷଣ ଶିଵିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରଶିକ୍ଷଣ ଶିବିର ରେ ପ୍ରାୟ ୧୫ ଜଣ ମହିଳା ସ୍ଵାସ୍ଥ୍ୟକର୍ମୀ, ୩ ଜଣ ସ୍ଵାସ୍ଥ୍ୟ ପରିଦର୍ଶକ, ୭୭ ଜଣ ଆଶାକର୍ମୀ, ୮ ଜଣ କ୍ଷେତ୍ରୀୟ ପରିଦର୍ଶକ/ପରିଦର୍ଶିକା ପ୍ରଶିକ୍ଷଣ ନେଇଥିଲେ । କରୋନା ମହାମାରୀ ସମୟରେ କିପରି ଭାବେ ଶିଶୁଙ୍କ ସ୍ଵାସ୍ଥ୍ୟର ଯତ୍ନ ନିଆଯିବ ସେ ବିଷୟରେ ସବିଶେଷ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଏହି ପ୍ରଶିକ୍ଷଣ

ଶିବିର ରେ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀଙ୍କ ସମେତ ଡାକ୍ତର ପୂଜାଶ୍ରୀ ମିଶ୍ର, ଡାକ୍ତର ସରୋଜ କୁମାର ମେହେର, ଡାକ୍ତର ସୌରଭ କୁମାର ସାହୁ ଏବଂ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ପ୍ରଶିକ୍ଷକର ଦାୟିତ୍ଵ ନିର୍ବାହ କରିଥିବା ବେଳେ ବିପିଏମ୍ ଅଶୋକ ମିଶ୍ରଙ୍କ ସଂଯୋଜନାରେ ଶିବିର ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026

You Might Also Like