-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||     

HOME   ଜିଲ୍ଲା

ମଣିଷ ଚାଳଣ ବିରୋଧୀ ଦିବସ ବିଷୟରେ ନବସଂଚାର

31-Jul-2021



କଂଟାବାଞ୍ଜି,(ଆନନ୍ଦ କୁମାର ମୋଟେ) : ନବସଂଚାର ମାଧ୍ୟମରେ ନେସେନାଲ ଇନିସିଏଟିଭ୍ ଅନ୍ ମାଇଗ୍ରେସନ ତରଫରୁ ମଣିଷ ଚାଳଣ ବିରୋଧୀ ଦିବସ ବିଷୟରେ ନବସଂଚାର ଅନୁଷ୍ଠିତ ହୋଇଯାଇଛି । ଇନିସିଏଟିଭ୍ ର ଜାତୀୟ ଆବାହକ ଡ ସଂଜୟ କୁମାର ମିଶ୍ରଙ୍କ ଅବାହନା କ୍ରମେ

ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଠ ଆଇନ ବିଶେଷଜ୍ଞ ତଥା ପ୍ରଫେସର ଡ ଗିରିଜା ଶଙ୍କର ଶର୍ମା ଏବଂ ବଙ୍ଗାଲୋର ସ୍ଥିତ ଅଜିମ ପ୍ରେମଜୀ ବିଶ୍ୱ ବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରଫେସର ଡ ଅମଲେନ୍ଦୁ ଜ୍ୟୋତିଷୀ ଅତିଥି ବକ୍ତା ଭାବରେ ଯୋଗ ଦେଇଥିଲେ । ନେସେନାଲ ଇନଟିଚ୍ୟୁଟ ଅଫ୍ ପବ୍ଲିକ ଫାଇନାସ୍ ଏଣ୍ଡ  ପଲିସି ନୁଆଦିଲ୍ଲୀର ଅର୍ଥନୈତିଜ୍ଞ ଡ ଦିନେଶ କୁମାର ନାଏକ ସ୍ୱାଗତ ଭାଷଣ ଦେଇଥିବା ବେଲେ କେଭି ମହାବିଦ୍ୟାଳୟର ଇଂଗ୍ରାଜୀ ପ୍ରଫେସର ଲୋହିତାକ୍ଷ ଯୋଷୀ ଧନ୍ୟବାଦ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସାରା ଭାରତରୁ ୫୦ ରୁ ଉର୍ଦ୍ଧ୍ୱ ଅର୍ଥନୈତିଜ୍ଞ ରାଜନୈତିକ ବିସାରଦ, ସାମାଜିକ ।

କାର୍ଯ୍ୟକ୍ରତା ଓ ପ୍ରଫେସର ଯୋଗ ଦେଇଥିଲେ । ସଭାରେ ମଣିଷ ଚାଳଣ କୁ ସବୁଠୁ ହୀନ କାର୍ଯ୍ୟ ବୋଲି ଅଭିହିତ କରି ତାଉପରେ ବିଭିନ୍ନ ବିଭାଗର ମିଳିତ ଅଧ୍ୟୟନ ଜରୁରୀ ବୋଲି ମତପ୍ରକାଶ ପାଇଥିଲା 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   15-Jul-2026
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026

You Might Also Like