-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||     

HOME   ଜିଲ୍ଲା

ଭାଙ୍ଗିଲା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ବନ୍ଧ।

31-Jul-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା)
ଶହ ଶହ ହେକ୍ଟର ଜଳମଗ୍ନ, ଚିନ୍ତା ରେ ଚାଷି। ଚଳିତ ବର୍ଷ ଠାରୁ ଇନ୍ଦ୍ରାବତୀ ରୁ ପ୍ରଥମ ଥର ପାଇଁ ଉଠା ଜଳସେଚନ ରେ କୋକସରା ଓ ଧର୍ମଗଡ ବ୍ଲକ ର ଅଣଜଳସେଚିତ ଚାଷ ଜମି କୁ ପାଣି ଯୋଗାଇବା ପାଇଁ ପାଣି ଛଡା ଯାଇଥିଲା ।ହେଲେ ପ୍ରଥମ ବନ୍ୟାଜଳ ନିଷ୍କାସନ ରେ ହିଁ ଭାଙ୍ଗିଗଲା କେନାଲ ବନ୍ଧ ।ଫଳରେ ହେକ୍ଟର ହେକ୍ଟର ଚାଷ ଜମି ଏବେ ଜଳମଗ୍ନ ହୋଇଛି।

କୋକସରା ବ୍ଲକ ର ମାଝୀଗୁଡା ନିକଟରେ ବିଳମ୍ବିତ ରାତି ରେ ଓଭର ଫ୍ଲୋ ପାଣି କେନାଲ ଦେଇ ପ୍ରବାହିତ ଯୋଗୁ ନିନ୍ମମାନ ର କାମ ହୋଇଥିବାରୁ କେନାଲ ବନ୍ଧ ଭାଙ୍ଗି ଯାଇ ପ୍ରାୟ ୧୦ ଫୁଟ ଖାଇ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଚାଷି ଙ୍କ ରୁଆ ଓ ବୁଣା ଧାନ ରେ ପାଣି ମାଡ଼ି ଯିବାରୁ ମାଝୀଗୁଡା ଓ କୋକସରା ଅଞ୍ଚଳ ର ଚାଷି କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି।ପାଣି ରଖିବା ବ୍ୟବସ୍ଥା ଯୁଦ୍ଧ କାଳୀନ ଭିତ୍ତି ରେ କରା ନ ଗଲେ ପ୍ରାୟ ୧/୨-ଶହହେକ୍ଟର ଜମି ର ଚାଷ ସମ୍ପୂର୍ଣ ନଷ୍ଟ ହେବା ସମ୍ଭାବନା ରହି ଥିବାରୁ ତୁରନ୍ତ ଏହାର ପଦକ୍ଷେପ ନେବା ପାଇଁ ଅଞ୍ଚଳ ବାସି ଦାବି ଜଣାଇ ଛନ୍ତି , କିନ୍ତୁ ଦୁଃଖର ବିଷୟ ଏହି ଯେ ବର୍ତମାନ ସୁଦ୍ଧା ଘଟଣାସ୍ଥଳରେ କୌଣସି ଅଧିକାରୀ ପହଞ୍ଚି ନ ଥିବା ନେଇ ଚାଷୀ ଙ୍କ ଭିତରେ ଉତ୍ତେଜନା ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   15-Jul-2026
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026

You Might Also Like