-+91-9937148622 |

prerana_bgr@rediffmail.com |

  Monday 23rd March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||     

HOME   ରାଜ୍ୟ

ସବୁ ଦିଗକୁ ବିଚାର କରି ରାଜ୍ୟ ସରକାର ନିଷ୍ପତ୍ତି ନେବେ-- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

31-Jul-2021



ଭୁବନେଶ୍ବର (ଶୁଭାଶିଷ ନାୟକ) : ଆଜି ସନ୍ଧ୍ୟାରେ ଅଗଷ୍ଟ ମାସର ଗାଇଡ଼ ଲାଇନ ଆସିବ । ସବୁ ଦିଗକୁ ବିଚାର କରି ରାଜ୍ୟ ସରକାର ନିଷ୍ପତ୍ତି ନେବେ । ଯେଉଁଠି ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସେଠି ସର୍ଭିଲାନ୍ସକୁ ଅଧିକ ତ୍ୱରାନ୍ୱିତ କରାଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି । ଯଦିଓ କଟକ ଓ ଭୁବନେଶ୍ୱରରେ ବଢି ନାହିଁ । ପ୍ରତ୍ୟେକ ଦିନ ତଳ ଉପର ହେଉଛି ସଂକ୍ରମଣ ସଂଖ୍ୟା । ତେଣୁ ଆମକୁ ସତର୍କ ହୋଇ ରହିବାକୁ ପଡ଼ିବ । କଟକ,ଖୋର୍ଦ୍ଧା ଓ ଜଗତସିଂହପୁର ଭଳି ଜିଲ୍ଲାରେ ଅଧିକ ରହୁଛି ସଂକ୍ରମଣ । କେରଳରେ ସଂକ୍ରମଣ ସଂଖ୍ୟା ବଢିବା ଆମ ପାଇଁ ସତର୍କ ଘଣ୍ଟି । ପ୍ରତି ପାଣ୍ଡେମିକରେ ଲହର ଆସେ ମାତ୍ର ଏହି ପାଣ୍ଡେମିକରେ ମ୍ୟୁଟାଣ୍ଟ ହେଉଥିବାରୁ ଲହର ପ୍ରଭାବ ଯେତେ କମ ପଡ଼ିବା କଥା ହେଉନି । ସିଭିୟରିଟି ହେଉଛି ।ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   23-Mar-2026
  ଜିଲ୍ଲା  
ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   22-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   22-Mar-2026
  ଜିଲ୍ଲା  
*ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   22-Mar-2026
  ଜିଲ୍ଲା  
ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   22-Mar-2026
  ଜିଲ୍ଲା  
*ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   22-Mar-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026
  ଜିଲ୍ଲା  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   22-Mar-2026
  ଜିଲ୍ଲା  
*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   22-Mar-2026
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026
  ରାଜ୍ୟ  
ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ   22-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   22-Mar-2026

You Might Also Like