-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ଖୁଟୁଲୁମୁଣ୍ଡା ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସଭା

31-Jul-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ବଲାଙ୍ଗିର ଜିଲା ତୁରେକେଲା ବ୍ଳକ ଅନ୍ତର୍ଗତ ଖୁଟୁଲୁମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଭୀମସେନ ପଣ୍ଡା ଷାଠିଏ ବର୍ଷ ପୂର୍ତ୍ତି ଅବସରରେ ଚାକିରୀରୁ ଅବସର ଗ୍ରହଣ କଲେ।ଶ୍ରୀ ପଣ୍ଡା ତୁରେକେଲା ବ୍ଳକ ଅନ୍ତର୍ଗତ କନ୍ଦାଗାଡ,ମହୁଲପାଟି, ସର୍ଗୁଲବିଦ୍ୟାଳୟରେ ଚାକିରୀ କରିବା ସହିତ ଖୁଟୁଲୁମୁଣ୍ଡା ବିଦ୍ୟାଳୟରେ ଦୀର୍ଘ କୋଡିଏ ବର୍ଷ ଧରି ଚାକିରୀ କରୁଥିଲେ।ସେ ଜଣେ ଛାତ୍ର ବତ୍ସଳ,ମେଳାପୀ ଶିକ୍ଷକ ଥିଲେ।ଏହି ଅବସରରେ ମହୁଲବାହିଲି କ୍ଳଷ୍ଟର ତରଫରୁ ଅନୁଷ୍ଠିତ ବିଦାୟ

ସମ୍ବର୍ଦ୍ଧନା ଉତ୍ସବରେ ତୁରେକେଲା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପୁରୋହିତ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଫକୀର ଚରଣ ବିଶି ଯୋଗଦେଇ  ଶ୍ରୀ ପଣ୍ଡାଙ୍କୁ ଅବସର ସମ୍ବନ୍ଧିତ କାଗଜପତ୍ର ହସ୍ତାନ୍ତର କରିଥିଲେ ଓ ଭବିଷ୍ୟତ ଜୀବନ ଆନନ୍ଦରେ କଟିବା ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ।ତାପରେ ଖୁଟୁଲୁମୁଣ୍ଡା ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ପ୍ରାଥମିକ ଶିକ୍ଷକ ସଂଘ ( ନୂତନ ପେନସନ ଯୋଜନା)ର ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଦାଶ,ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ କୈଳାଶ ସଗ୍ରିଆ, ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନ, ଶିକ୍ଷକ ଆଦିତ୍ୟ କିଷାନ, ସଭ୍ୟା 

କୌଶଲ୍ୟା ସଗ୍ରିଆ, ବୈଦେହୀ ବନ୍ଛୋର,ଅହଲ୍ୟା ଥପା ଉପସ୍ଥିତ ଥିଲେ।ଶ୍ରୀ ପଣ୍ଡାଙ୍କୁ ଉପଢୌକନ, ପ୍ରଶସ୍ତି ପତ୍ର ଓ ଉପହାର ପ୍ରଦାନ କରାଯାଇଥିଲା।ଏହି ସଭାରେ ସିଆରସିସି ଶୋଭାବନ ନାଏକ, ମାୟାଧର ସଗ୍ରିଆ, ସଞ୍ଜୟ ବେହେରା, ଗୁରୁପ୍ରସାଦ ଛତ୍ରିଆ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like