-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା।

31-Jul-2021



ନର୍ଲା (ସଞ୍ଜୀବ ଦାସ) ନର୍ଲା କେନ୍ଦ୍ର ଉପ୍ରା ବିଦ୍ୟାଳୟ ପରିସରରେ ନର୍ଲା ଡଙ୍ଗରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ କୁମାର ଚାନ୍ଦଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ନର୍ଲା କେନ୍ଦ୍ର ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନୁପମା ପଣ୍ଡାଙ୍କ ଅଧ୍ୟକ୍ଷତାରେ କୋଭିଡ ନିୟମ ଅନୁସାରେ ଅନୁଷ୍ଠିତ ସଭାରେ ନର୍ଲା କ୍ଲଷ୍ଟରର ଅନେକ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇ ଶ୍ରୀ ଚାନ୍ଦଙ୍କ ଶିକ୍ଷକତା ଜୀବନର ଅନେକ ଦିଗ ଉପରେ ଆଲୋକପାତ କରିଥିଲେ। ଶ୍ରୀ ଚାନ୍ଦ ସୁରପଦର, ବୁଦେଲପଦର, ଜୁର୍କାଭଟ୍ଟା, ଗୋରକୋଲ ଓ ଡଙ୍ଗରତଳପଡା ଠାରେ ଶିକ୍ଷକତା କରି ଜଣେ ଶୃଙ୍ଖଳିତ ଶିକ୍ଷକ, ଆଳାପ ପ୍ରେମୀ ଓ ଶିକ୍ଷାର ଉନ୍ନତି ସକାଶେ କାର୍ଯ୍ୟ ନିର୍ବାହ କରିଥିବା ସଭାରେ ମତପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ଏବିଇଓ ତଥା ବିଆରସିସି ମହେଶ କୁମାର ଚାନ୍ଦ, ଶିକ୍ଷା କମିଟିର ଉପଦେଷ୍ଟା ଅନାଦି ଗିରି, ଶିକ୍ଷକ ସଂଘ ସଭାନେତ୍ରୀ ଦୀପାଞ୍ଜଳୀ ପାଢ଼ୀ, ସଂପାଦକ କିଶୋର ଚନ୍ଦ୍ର ଭୋଇ, ନର୍ଲା କ୍ଲଷ୍ଟର ସିଆରସିସି ଅର୍ଜୁନ ବାଗ ପ୍ରମୁଖ ଉପସ୍ଥିତ ରହି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଚାନ୍ଦଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ ସହ ସମ୍ମାନିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026

You Might Also Like