-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

30-Oct-2020



୧. ଭୁବନେଶ୍ବର: ରାଜ୍ୟର ତିନିଟି ପ୍ରମୁଖ କ୍ଷେତ୍ର କୃଷି, ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଓ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍‌ଏମ୍‌ଇ)କୁ ଆବଶ୍ୟକ ‌ଋଣ ଯୋଗାଇ ଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟାଙ୍କଗୁଡ଼ିକୁ କହିଛନ୍ତି ।

୨. ‌ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି, ଭାରତ ୫ ଟ୍ରିଲିୟନ ଅର୍ଥନୀତିରେ ପରିଣତ ହେବ ।

୩. ଭୁବନେଶ୍ବର: ସାରା ଭାରତରେ ଇଣ୍ଡିଆନ ଅଏଲର ଇଣ୍ଡେନ ଗ୍ୟାସ ବୁକିଂ ଗୋଟିଏ ମୋବାଇଲ ନମ୍ବରରେ ହେବ। ସେହି ନମ୍ବରଟି ହେଉଛି ୭୭୧୮୯୫୫୫୫୫ । ଆସନ୍ତା ୩୧ ତାରିଖ ଅର୍ଦ୍ଧରାତ୍ରିରୁ ଉପଭୋକ୍ତାଙ୍କ ପାଇଁ ଏହି ନମ୍ବର ଦିନରାତି ୨୪ ଘଣ୍ଟା ଉପଲବ୍ଧ ହେବ ।

୪. ଭୁବନେଶ୍ୱର : ସମ୍‌ରେ ସଫଳ‌ ଅସ୍ତ୍ରୋପଚାର : ପ୍ଲାଷ୍ଟିକ ସର୍ଜରିରେ ଯୋଡ଼ା ହେଲା ୯ବର୍ଷ ବାଳକର କଟା ଅଙ୍ଗୁଳି ।

୫. କେକେଆର୍‌କୁ କାଟିଲେ ଜାଦେଜା, ଶେଷ ୨ ବଲ୍‌ ଛକା, ଚେନ୍ନାଇର ଚମକପ୍ରଦ ବିଜୟ ।

୬. ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ସମସ୍ତ କାର୍ଯ୍ୟ ବିନା କାଗଜରେ ସମ୍ପାଦନ ହେବ । ଏହି ଇ-ବିଧାନସଭା ପ୍ରକଳ୍ପ ପାଇଁ କେନ୍ଦ୍ର ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି ।

୭. ମେଲବର୍ନ: ଆସନ୍ତା ମାସରୁ ଆରମ୍ଭ ହେଉଥିବା ଭାରତ ବିପକ୍ଷ ସୀମିତ ଓଭର ଶୃଙ୍ଖଳା ଲାଗି ଅଷ୍ଟ୍ରେଲିଆ ଦଳ ଗୁରୁବାର ଘୋଷିତ ହୋଇଛି । 

୮. ସୂର୍ଯ୍ୟକୁମାରଙ୍କ ପ୍ରତି କୋହଲିଙ୍କ ଆଚରଣକୁ ନେଇ ଟ୍ବିଟର୍‌ ଝଡ଼, ସାହସ ଓ ଧୈର୍ଯ୍ୟ ରଖିବାକୁ ସୂର୍ଯ୍ୟଙ୍କୁ ଶାସ୍ତ୍ରୀଙ୍କ ପରାମର୍ଶ ।

୯. ୭ ବର୍ଷ ପରେ ଶୁକ୍ରବାର ଓ ଶରତ ପୂର୍ଣ୍ଣିମା ଯୋଗ: ପୁଣି ୨୦୩୩ରେ ଘଟିବ ଏହି ବିରଳ ସଂଯୋଗ ।

୧୦. ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ପ୍ୟାରିସରେ ପହଞ୍ଚିଲେ ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ।

୧୧. ପୁଞ୍ଜିନିବେଶ ବୃଦ୍ଧି ପାଇଁ ଭାଗିଦାରୀ ସଂପର୍କରେ ଉନ୍ନତି ଆଣିବାକୁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଆହ୍ୱାନ ।

୧୨. ମହାତିର ମହମ୍ମଦ ଫ୍ରାନ୍ସରେ ଆତଙ୍କୀ ହମଲାକୁ ସଠିକ ଦର୍ଶାଇଲେ, କହିଲେ- ମୁସଲିମଙ୍କୁ ଫ୍ରାନ୍ସ ଲୋକଙ୍କୁ ମାରିବାର ଅଧିକାର ରହିଛି ।

୧୩. ଆଗାମୀ ୩ ମାସ ପର୍ଯ୍ୟନ୍ତି ବଦଳିବନି ଘରୋଇ ବିମାନ ଯାତ୍ରୀ ଭଡ଼ା, ଲାଗୁ ହେବ ଅପର ଓ ଲୋଅର ଲିମିଟ୍ ।

୧୪. ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’ ।

୧୫. ଭୁବନେଶ୍ୱର : ଆସନ୍ତାକାଲିଠୁ ନଭେମ୍ବର ୧ତାରିଖ ପର୍ଯ୍ୟନ୍ତ କ୍ରମାଗତ ୩ଦିନ ଧରି ସରକାରୀ ଛୁଟି ରହୁଥିଲେ ମଧ୍ୟ ରାଜ୍ୟର ସମସ୍ତ ଆଂଚଳିକ ପରିବହନ
କାର୍ଯ୍ୟାଳୟ(ଆରଟିଓ) ଖୋଲା ରହିବ । 

୧୬. କାଶ୍ମୀରରେ ଆତଙ୍କବାଦୀଙ୍କ ବଡ ଆକ୍ରମଣ, ତିନି ବିଜେପି ନେତାଙ୍କୁ ଗୁଳି କରି ହତ୍ୟା ।

୧୭. ଭୁବନେଶ୍ୱର : କୋଭିଡ-୧୯ ଚିକିତ୍ସା ପାଇଁ ରାଜ୍ୟର ପ୍ରମୁଖ ଘରୋଇ ହସ୍ପିଟାଲଗୁଡ଼ିକ ସହ କରିଥିବା ଏମଓୟୁର ଅବଧିକୁ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

୧୮. ମାନଚିତ୍ରରେ ଜମ୍ମୁ-କାଶ୍ମୀରକୁ ପୃଥକ ଦର୍ଶାଯିବା ମାମଲା: ରିୟାଦକୁ ଆପତ୍ତି ଜଣାଇଲା ଭାରତ ।

୧୯. ସରକାରୀ ସ୍କୁଲ ଛାତ୍ରଙ୍କ ପାଇଁ ଡ଼ାକ୍ତରୀ ଶିକ୍ଷାରେ ୭.୫% ସଂରକ୍ଷଣ: ତାମିଲନାଡ଼ୁ ସରକାରଙ୍କ ନୂଆ ନିଷ୍ପତ୍ତି।

୨୦. ଫ୍ରାନ୍ସ ଆକ୍ରମଣକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ- ଆତଙ୍କବାଦ ବିରୁଦ୍ଧ ଲଢେଇରେ ଭାରତ ପ୍ୟାରିସ୍ ସହିତ ରହିଛି ।

୨୧. ଭୁବନେଶ୍ୱର: ରାଜ୍ୟରେ ଆଜି ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨୭୨୦୩୮କୁ ବୃଦ୍ଧି ପାଇଛି । 

୨୨. ନୂଆଦିଲ୍ଲୀ : ଗତବର୍ଷ ଜମ୍ମୁ-କାଶ୍ମୀରର ପୁଲ୍‌ୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନ ଥିଲା ବୋଲି ପାକିସ୍ତାନର ଜଣେ ମନ୍ତ୍ରୀ ଫୱାଦ ଚୌଧୁରୀ ପାକ୍ ସଂସଦରେ ସ୍ବୀକାର କରିଛନ୍ତି । 

୨୩. ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁ ୧୩ଶହ ନିକଟତର ହୋଇଛି । ଆଜି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୧୩ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ଘୋଷଣା ହେବା ପରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି ।

୨୪. ଉଦ୍ୟାନ ନିର୍ଦେଶାଳୟରୁ ଧ୍ବଂସ ପାଇବ ୫୦ ବର୍ଷର ଗଛ, ୨୦ ଏକର ବନାଞ୍ଚଳରେ ଅଟ୍ଟାଳିକା ଛିଡ଼ା କରିବାକୁ ମସୁଧା ।

*କରୋନା ଟିପ୍ସ୍ : ବିଶେଷଜ୍ଞମାନଙ୍କ ମତ କରୋନାକୁ ଜିତିବା ପାଇଁ ଅଛି ଆମ ପାଖେ ମୁଖ୍ୟତଃ ୩ଟି ଅସ୍ତ୍ର ମାସ୍କ ପିନ୍ଧିବା, ସାମାଜିକ ଦୂରତା ରଖିବା ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର ।*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like