-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ   

31-Jul-2021



 ମାୟାବର୍ହା,(ପ୍ରେରଣା ଖବର)- ଆଜି ଶନିବାର ପଂଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବସନ୍ତ କୁମାର ହୋତାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମୋରହରେ ଉପସ୍ଥିତ ଥିବା ମାନ୍ୟଗଣ୍ୟ ଅତିଥି ବୃନ୍ଦ ମତପ୍ରକାଶ କରିଛନ୍ତି ଯେ ଜଣେ ଶିକ୍ଷକ ନିଜ ଜୀବନରେ ଅଗଣିତ ଛାତ୍ରଛାତ୍ରୀଙ୍କର ଉଜ୍ଜଳ ଭବିଷ୍ୟତ ଗଠନ କରିଥାଏ । ଶ୍ରୀହୋତା ଜଣେ ସଫଳ ପ୍ରଧାନଶିକ୍ଷକ ଭାବରେ ଦୀର୍ଘ ୩୭ ବର୍ଷର ଚାକିରି ସମୟରେ ଶିକ୍ଷକ- ଛାତ୍ରଛାତ୍ରୀ-ଅଭିଭାବକ ତଥା ସହକର୍ମୀ ମଧ୍ୟରେ ଶିକ୍ଷାସେତୁଟିଏ ଭଳି କାର୍ଯ୍ୟସଂପାଦନ କରପାରିଛନ୍ତି ।  ଏହି ଅବସରରେ ଅନୁଷ୍ଠିତ ହୋଇଥିବା ଭବ୍ୟ ସଭାରେ ପରିଚାଳନା କମିଟିର ସଭାପତି ଘାସିରାମ ସାହୁ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ ଶ୍ରୀହୋତାଙ୍କୁ ପେନସନ ପେପର ,ଉପଢୌକନ ତଥା ଅବସରକାଳୀନ କାଗଜାତପତ୍ର ପ୍ରଦାନ କରି ଶୁଭେଚ୍ଚା ପ୍ରଦାନ କରିଥିଲେ । ମାୟାବର୍ହା ସରପଂଚ ରମେଶ ଚନ୍ଦ୍ର ଭୋଇ, ବିଦ୍ୟାଳୟର ପ୍ରତିଷ୍ଠାତା ପ୍ରଧାନଶିକ୍ଷକ ଦୁର୍ଗା ପ୍ରସାଦ ସାହୁ, ଗଣେଶ ଖମାରୀ, ମୋହନ ଦୀପ, ଶଚିଦା ସାହୁ, ତୁଲସୀ ଦାଶ, ସାନ୍ତାନୁ ପଧାନ, ରାଧାକାନ୍ତ ଯୁଆଡି, ବ୍ରଜବନ୍ଧୁ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ନିଜସ୍ୱ ବକ୍ତବ୍ୟ ରଖିଥିଲେ । ପୂର୍ବତନ ଛାତ୍ର ତଥା ବୌଦ୍ଧ ଜିଲ୍ଲା ଅତିରିକ୍ତ ଶିକ୍ଷାଧରୀ ଘନଶ୍ୟାମ ମେହେର ଶ୍ରୀ ହୋତା ଜଣେ ବଳିଷ୍ଠ ଶିକ୍ଷକ ବୋଲି ମତବ୍ୟକ୍ତ କରିଥିଲେ । ଶ୍ରୀହୋତା ନିଜସ୍ୱ ମତବ୍ୟକ୍ତ କରି କହିଥିଲେ ଯେ ଚାକିରୀ ଜୀବନ ସମୟରେ ପରିଚାଳନା କମିଟି, ଅଭିଭାବକ, ସହକର୍ମୀ  ତଥା ଅଂଚଳର ଶିକ୍ଷାପ୍ରମୀଙ୍କ ସହଯୋଗରେ ବିଦ୍ୟାଳୟର ଶିକ୍ଷାର୍ଥୀ ତଥା ଶୈକ୍ଷିକ ପରିବେଶରେ ଗୋଷ୍ଠିଭିତ୍ତିକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଇପାରିବାରେ ସକ୍ଷମ ହୋଇଛନ୍ତି ଏବଂ ଶିକ୍ଷନୁଷ୍ଠାନ ସହିତ ଜଡିତ ଥିବା ସମସ୍ତ ବ୍ୟକ୍ତି ବିଶଷଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ଶ୍ରୀହୋତାଙ୍କୁ ବିଦ୍ୟଳୟ ତରଫରୁ ମାନପତ୍ର,ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରି ସମ୍ମାନୀତ କରାଯାଇଥିଲା । କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ମନୋଜ କୁମାର ପୂଜାରୀ ଓ ଇଂରାଜୀ ଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିଲେ ।  ବିଜ୍ଞାନ ଶିକ୍ଷକ ତଥା ସ୍କାଉଟ ମାଷ୍ଟର ଦିନବନ୍ଧୁ ପ୍ରଧାନ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ,  ଖେଳଶିକ୍ଷକ ପ୍ରହଲ୍ଲାଦ ଦାଶ, ଜ୍ୟୋତିଷ୍କର ପଣ୍ଡା,ସଂଜୀବ ପୂଜାରୀ, ମୀନକେତନ ଦାଶ,ବିଭୀଷଣ ଖମାରୀ ସହ ଯୋଗ କରିଥଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ବହୁ ପୂରାତନ ଛାତ୍ର ଅଂଶଗ୍ରହଣ କରି ଶ୍ରୀ ହୋତାଙ୍କୁ  ଶୁଭେଚ୍ଛା ଜଣାଇ ଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like