-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ଜିଲ୍ଲା

କୋକସରା ପୋଲିସ ଦ୍ବାରା ୪୫.୩୭୫ ଗଞ୍ଜେଇ ଜବତ

31-Jul-2021



କୋକସରା ( ତ୍ରିନାଥ ଵେଶ୍ରା) : ଏଇ କେତେ ଦିନ ଭିତରେ ଗଞ୍ଜେଇ ମାଫିଆ କଳାହାଣ୍ଡି ଜିଲ୍ଲାରେ ସକ୍ରିୟ ହୋଇଥିବା ଜଣାପଡିଛି l ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡାକଡି ଭାବେ ପେଟ୍ରୋଲିଂ କରାଯାଉଛି।  ଆଜି ଏହି ପେଟ୍ରୋଲିଂ ବେଳେ ନବରଙ୍ଗପୁର ପଟରୁ ଏକ ବଲେରୋ ଗାଡି ଆସୁଥିବା ଦେଖି କାର୍ଯ୍ୟରତ ପୋଲିସ ଗାଡିକୁ ଅଟକାଇ ଥିଲେ, ହେଲେ ଗାଡିଚାଳକ ଗାଡି କୁ ଅଟକାଇବା ବଦଳରେ ଦ୍ରୁତ ଗତିରେ ଗାଡି ନେଇ ଯାଉଥିବା ଦେଖି ପୋଲିସର ସନ୍ଦେହ ହୋଇଥିଲା।ପରେ ପୋଲିସ ପିଛା କରି  ଟେମେରା ମଦ ଭାଟି ନିକଟରେ ଗଞ୍ଜେଇ ଭର୍ତି ଗାଡିକୁ କାବୁ କରିଥିଲା l ତେବେ ଡ୍ରାଇଭର ପଳେଇ ଯିବାରେ ସକ୍ଷମ ହୋଇଥିବା ବେଳେ ଗାଡ଼ିରେ ଥିବା ତିନି ଜଣ ଙ୍କୁ ପୋଲିସ କାବୁ କରିନେଇଥିଲା।

ଗାଡି ଯାଞ୍ଚ ବେଳେ ସେଥିରେ ଗଞ୍ଜେଇ ଥିବା ସ୍ପଷ୍ଟ ହୋଇଥିଲା l ବଲେରୋ ସହ ତିନି ଜଣକୁ ଥାନାରେ ଆଣି ପଚରା ଉଚରା କରିବା ସହ ପୋଲିସ ତଦନ୍ତ ଜାରି ରଖିଛି।

  ସୂଚନାଯେ, ଗାଡିରୁ ୪୫,୩୭୫ କେଜି ଗଞ୍ଜେଇ ଥିବା ଜଣାପଡିଛି।ଏନେଇ କୋକସରା ଥାନାରେ କେଶ ନମ୍ବର ୧୫୬,ଏନ ଡି ପି ଏସ (୨୦)ବି, ଆଇଆଇସି ଅନୁଯାୟୀ କେଶ ରୁଜୁ କରି ତିନି ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ମାନଙ୍କ ମଧ୍ୟରେ କୋରାପୁଟ ଜିଲ୍ଲା ପାଡ଼ୁଆ ଗାଁ ର ଭିକାରୀ ଖରା, ଗୋବିନ୍ଦ ପୁଝାରି ହୋଇଥିବା ବେଳେ ଅନ୍ୟଜଣେ ହେଲେ ଅଠାଗୁଡା ଗ୍ରାମର ଶଙ୍କରା ଓକୁଡ଼ା ବୋଲି ଜଣାପଡିଛି। ତେବେ ଆସନ୍ତା କାଲି ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like