-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ଜିଲ୍ଲା

ନାବାଳିକା କଲେଜ୍ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ , ଯୁବକ ଅଟକ

31-Jul-2021



ରେଢ଼ାଖୋଲ (ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ଶନିବାର ଦିନ ଜଣେ କଲେଜ ନାବାଳିକା  ଛାତ୍ରୀଙ୍କୁ ଦୁଷ୍କର୍ମ ହୋଇଥିବା ନେ଼ଇ ଚାରମାଳ ଥାନାରେ ଅଭିଯୋଗ  ହୋଇଛି। ଅଭିଯୋଗ ପରେ ପୋଲିସ୍ ଚାରମାଳ ଥାନା କେସ ନମ୍ବର ୧୦୦/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା ନେଇ ଥାନା ଅଧିକାରୀ ପ୍ରକାଶ କରିଛନ୍ତି। ପୋଲିସ୍ ସୂତ୍ରରୁ ଜଣାଯାଇଛି ଯେ ରେଢ଼ାଖୋଲ ବ୍ଲକ ଅଞ୍ଚଳର ଏକ କଲେଜରେ ଯୁକ୍ତ୨ ପ୍ରଥମ ବର୍ଷରେ ଜଣେ ଛାତ୍ରୀ ଅଧ୍ୟୟନ କରୁଅଛନ୍ତି।ହେଲେ ଶନିବାର ଦିନ କଲେଜ ଯାଇ ଘରକୁ ଫେରୁଥିବା ସମୟରେ ପଟୁପାଲି ଗ୍ରାମର ସୁରେଶ ମହାକୁଡ(୨୫) ନାମକ ଯୁବକ  କଲେଜ ଫେରନ୍ତା  ଛାତ୍ରୀଙ୍କୁ ଏକୁଟିଆ  ଦେଖି ପାଖ ଜଙ୍ଗଲକୁ ଟେକି ନେଇ ଦୁଷ୍କର୍ମ କରିଥିବା ନେଇ ଚାରମାଳ ଥାନାରେ ପୀଡ଼ିତାଙ୍କ  ବାପା  ଅଭିଯୋଗ କରିଛନ୍ତି। ଏହି ଘଟଣାରେ ପୋଲିସ ସୁରେଶ ମହାକୁଡଙ୍କୁ ଅଟକ ରଖି ପଚରାଉଚରା କରୁ ଥିବା ଜଣା ଯାଇଛି। ପିଡିତା ନାବାଳିକା ଛାତ୍ରୀଙ୍କୁ ଡାକ୍ତରୀ ମାଇନା କରିବା ପାଇଁ ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ଅଣା ଯାଇ ଥିବା ପୋଲିସ୍ କହିଛି।


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like