-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

କୃଷି ଓ ପ୍ରକ୍ରିୟାକୃତ ଖାଦ୍ୟପଦାର୍ଥ ରପ୍ତାନି ବିକାଶ ଉପରେ ଆଲୋଚନାଚକ୍ର

31-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):କୃଷି ଓ ପ୍ରକ୍ରିୟାକୃତ ଖାଦ୍ୟପଦାର୍ଥ ରପ୍ତାନି ବିକାଶ ପ୍ରାଧିକାରଣ (ଏପିଇଡିଏ) ବାଣିଜ୍ୟ ମନ୍ତ୍ରାଳୟ ଭାରତ ସରକାରଙ୍କ ଆନୁକୂଲ୍ୟରେ  ସ୍ଥାନୀୟ ବାଲିଗୁଡା ସ୍ଥିତ ହୋଟେଲ ଵିଭବରେ କୃଷକ ଉତ୍ପାଦକ ସଂଗଠନ ଏବଂ ପ୍ରଗତିଶୀଳ କୃଷକମାନଙ୍କ ପାଇଁ ଓଡିଶା ମିଲେଟ ଉପରେ ଏକ କ୍ରେତା ଏବଂ ବିକ୍ରେତାଙ୍କ ମଧ୍ୟରେ ସମ୍ବେଦନଶୀଳ କାର୍ଯ୍ୟକ୍ରମର ଆୟୋଜନ

କରାଯାଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ  ଉପ ଜିଲ୍ଲାପାଳ ତଥା ଆଇ.ଟି.ଡି.ଏ ର ପ୍ରକଳ୍ପ ପ୍ରଶାସକ ଡ଼.ଶୁଭଙ୍କର ମହାପାତ୍ର ଯୋଗଦେଇ  ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ସମ୍ମିଳନୀରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ସହକାରୀ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଅପିକୋଲ, ନାବାର୍ଡ, କୃଷି ବିଜ୍ଞାନ କେନ୍ଦ୍ରର ଅଧିକାରୀ ଗଣ, ଓଡିଶା ତଥା ଝାଡଖଣ୍ଡରୁ ଆସିଥିବା ରପ୍ତାନି କାରକ, ଅଫପିଓ  ଏବଂ ୬୫ ଜଣ ପ୍ରଗତିଶୀଳ କୃଷକ         ମାନେ ଉପସ୍ଥିତ ଥିବା ବେଳେ ୩୦ରୁ ଉର୍ଦ୍ଧ ବ୍ୟକ୍ତିବିଶେଷ ଅନଲାଇନ ମାଧ୍ୟମରେ ଅଂଶଗ୍ରହଣ କରିଥିଲେ l ଓଡ଼ିଶାରେ ଏଭଳି କାର୍ଯ୍ୟକ୍ରମ ପ୍ରଥମଥର ପାଇଁ ଆୟୋଜନ କରାଯାଇଛି ବୋଲି ଏପିଇଡିଏ ର କୋଲକାତା ସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟର ଆଞ୍ଚଳିକ ଅଧିକାରୀ ସନ୍ଦୀପ ସାହା  ପ୍ରକାଶ କରିଛନ୍ତି l ଓଡିଶାର ମିଲେଟ (କ୍ଷୁଦ୍ର ଶସ୍ୟ ଦାନା) ଚାଷୀମାନେ କିଭଳି ଉପାୟରେ ରପ୍ତାନି ଯୋଗ୍ୟ ମିଲେଟ ଚାଷ କରିପାରିବେ ଏବଂ ସେମାନଙ୍କୁ ଏହାର ଉଚିତ ମୂଲ୍ୟ ମିଳିପାରିବ ଏହାହିଁ ଉକ୍ତ ସମ୍ମିଳନୀର ମୂଳ ଉଦେଶ୍ୟ ଥିଲା l ଆପେଡା ଦିଲ୍ଲୀରୁ ଶ୍ରୀମତୀ ବିନିତା ସୁଧାଂଶୁ ପ୍ରାରମ୍ଭିକ ଉଦବୋଧନ ଦେଇ ଓଡିଶା ମିଲେଟ ମିଶନ (ଓଏମ୍ଏମ୍) ତଥା ରାଜ୍ୟ କୃଷି ବିଭାଗର ମିଳିତ ଉଦ୍ୟମରେ ଓଡିଶା ରାଜ୍ୟରୁ ନିକଟ ଭବିଷ୍ୟତରେ ଦେଶ ବାହାରକୁ ଉତ୍କୃଷ୍ଟମାନର ମିଲେଟ ରପ୍ତାନି ଦେଇପାରିବ l ଏପିଇଡିଏର  ସୀତାକାନ୍ତ ମଣ୍ଡଳ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ  l କନ୍ଧମାଳ ଜିଲ୍ଲାରେ ମିଲେଟର ଉତ୍ପାଦନ ଏବଂ ଖାଦ୍ୟ ପ୍ରକ୍ରିୟାକରଣର ଯଥେଷ୍ଟ ସୁଯୋଗ ରହିଥିବାରୁ ଏଭଳି କାର୍ଯ୍ୟକ୍ରମର ସୁଦୂର ପ୍ରସାରୀ ପ୍ରଭାବ ରହିବ ବୋଲି ସମସ୍ତ ଅଂଶଗ୍ରହଣକାରୀ 

ଆଶାବାଦୀ ରହିଥିଲେ l ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ  ସମ୍ମିଳନୀର ସଫଳ ଆୟୋଜନରେ ସ୍ଥାନୀୟ ସ୍ବେଛାସେବୀ ସଂଗଠନ ଶାନ୍ତିମୈତ୍ରୀ , ସ୍ଵାତି, କସମ୍ ର  କର୍ମକର୍ତ୍ତା ହୋଟେଲ ବିଭବର ପରିଚାଳକ, କର୍ମଚାରୀ ଯଥେଷ୍ଟ ଉଦ୍ୟମ ଏବଂ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like