-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ସଂକ୍ରମଣ ସ୍ଥିର; ରାଜ୍ୟରୁୁ ୧୪୩୭ ନୂଆ ଆକ୍ରାନ୍ତ ଚିହ୍ନଟ; ଆଉ ୬୪ ମୃତ*

01-Aug-2021



ଭୁବନେଶ୍ୱର (ଶୁଭାଶିଷ ନାୟକ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବିଗତ ସପ୍ତାହ ଧରି ସ୍ଥିର ରହିଛି । ଦୈଦିନ ସଂକ୍ରମଣ ୧୫ ଶହ ପାଖାପାଖି ରହୁୂଥିବା ବେଳେ  ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ବାକି ୬୦୫ଟି ହେଉଛି ଲୋକାଲ୍ କେସ୍ ।
ଏଥିସହିତ କରୋନାରେ ଆଉ ୬୪ ପ୍ରାଣ ହରାଇଥିବା ନେଇ ସରକାର ସୂଚନା ଦେଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୯୬୬କୁ ବୃଦ୍ଧି ପାଇଛି । ୧୪୩୭ ନୂଆ ସଂକ୍ରମିତଙ୍କ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୬ ହଜାର ୮୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ  ୧୫ ହଜାର ୮୫୮ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ ଥିବା ବେଳେ କଟକରୁ ୧୯୦, ପୁରୀରୁ ୧୪୬, ଅନୁଗୋଳରୁ ୪୭, ବାଲେଶ୍ୱରରୁ ୬୪, ବରଗଡ଼ରୁ ୮, ନୟାଗଡ଼ରୁ ୩୬, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୬, ସୋନପୁରରୁ ୧୩ ,  ସୁନ୍ଦରଗଡ଼ରୁ ୨୯, ଭଦ୍ରକରୁ ୪୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୨, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୧, ଗଜପତିରୁ ୩, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୮୬, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୯, କୋରାପୁଟରୁ ୫, ମାଲକାନଗିରିରୁ ୭, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨ ଏବଂ ଷ୍ଟେଟ୍ ପୁଲ୍ରୁ ୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
୬୪  ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ ଥିବା ବେଳେ ସୁନ୍ଦରଗଡ଼ ଓ ପୁରୀରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪, ଢେଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଅଛନ୍ତି ।
ଏହାକୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୫୩କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୫୭, ବାଲେଶ୍ୱରରେ ୧୯୦, ମୟୂରଭଞ୍ଜରେ ୨୧୧, ନବରଙ୍ଗପୁରରେ ୬୩, ନୟାଗଡ଼ରେ ୧୪୯, ପୁରୀରେ ୩୬୨, ବରଗଡ଼ରେ ୨୮୯, ଭଦ୍ରକରେ ୮୩, କଟକରେ ୩୪୭, ଢେଙ୍କାନାଳରେ ୧୨୦, ଗଞ୍ଜାମରେ ୪୪୩, ଜଗତସିଂହପୁରରେ ୯୯, ଯାଜପୁରରେ ୭୩, ଝାରସୁଗୁଡ଼ାରେ ୧୫୫, କନ୍ଧମାଳରେ ୭୫, କେନ୍ଦ୍ରାପଡ଼ାରେ ୧୩୭, କୋରାପୁଟରେ ୭୩  ଓ ସୁନ୍ଦରଗଡ଼ରେ ୫୨୭କୁ ବୃଦ୍ଧି ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like