-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||     

HOME   ରାଜ୍ୟ

ଆସନ୍ତାକାଲି ଠୁ ସବୁ ରୁଟରେ ଗଡିବ ‘ମୋ ବସ୍

01-Aug-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): କରୋନା ମହାମାରୀ ଯୋଗୁ ବନ୍ଦ ଥିବା ‘ମୋ ବସ୍’ ସେବା ଗତ ଜୁଲାଇ ୧୬ ତାରିଖରୁ ଆରମ୍ଭ ହୋଇଥିଲେ ମଧ୍ୟ ସବୁ ରୁଟରେ ବସ ଚାଲି ନ ଥିଲା । କଟକଣା କୋହଳ ହେବା ପରେ ଆସନ୍ତା ୨ତାରିଖ ସୋମବାରରୁ ପୁଣିଥରେ ସବୁ ରୂୁଟରେ ବସ୍ ଚଳପ୍ରଚଳ କରିବ । ରାଜ୍ୟ ସରକାରଙ୍କ କୋଭିଡ୍ ଗାଇଡଲାଇନ୍ ପାଳନ କରି ଏହି ବସ୍ ଚଳାଚଳ ଆରମ୍ଭ କରାଯିବ ବୋଲି କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ) ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ର କହିଛନ୍ତି । 
ଶ୍ରୀ ମହାପାତ୍ର କହିଛନ୍ତି ଯେ, ଆସନ୍ତା ସୋମବାରରୁ ସମସ୍ତ ୨୫ଟି ରୁଟରେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ‘ମୋ ବସ୍’ ଚାଲିବ । ସୋମବାରୁ ଶୁକ୍ରବାର ପର୍ଯ୍ୟନ୍ତ ଏସବୁ ମାର୍ଗରେ ମୋଟ ୧୯୪ଟି ବସ୍ ଚଳପ୍ରଚଳ କରିବ । ସାପ୍ତାହିକ ଶଟଡାଉନ୍ ଯୋଗୁ ଶନିବାର ଓ ରବିବାର ବସ୍ ସେବା ବନ୍ଦ ରହିବ । କିନ୍ତୁ ଏହି ସମୟରେ  ବିମାନବନ୍ଦରରୁ ରେଳଷ୍ଟେସନ ପର୍ଯ୍ୟନ୍ତ ବସ୍ ସେବା ଜାରି ରହିବ ।
ତେବେ ସୋମବାରଠୁ ସବୁ ମାର୍ଗରେ ବସ୍ ଚଳପ୍ରଚଳ କଲେ ମଧ୍ୟ ବସରେ କୌଣସି ଯାତ୍ରୀଙ୍କୁ ଠିଆ ହୋଇ ଯିବାକୁ ସୁଯୋଗ ମିଳିବ ନାହିଁ  । ସମସ୍ତ ଯାତ୍ରୀଙ୍କ ପାଇଁ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି । ବିନା ମାସ୍କରେ ବସ ଭିତରେ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ । ମୋ ବସରେ ଯାତାୟତବେଳେ ଯାତ୍ରୀମାନେ ନିଜ ଆଡ଼ୁ ସତର୍କତାମୂଳକ ପଦକ୍ଷେପ ନିଅନ୍ତୁ ବୋଲି ଶ୍ରୀ ମହାପାତ୍ର ଅନୁରୋଧ କରିଛନ୍ତି । 
ମୋ ବସ୍’ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଦୁଇ ଡୋଜ୍ ଟିକା ନେଇସାରିଛନ୍ତି  । ନିୟମିତ ଭାବେ ବସଗୁଡ଼ିକ ସାନିଟାଇଜ୍ କରାଯାଉଛି ଓ ଯାତ୍ରୀଙ୍କ ନିରାପତ୍ତାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି ବୋଲି ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like