-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଅପରାଧ

ଛତିଶଗଡ଼ ରାଜ୍ୟର ହାର୍ଡକୋର ମାଓବାଦୀ ଉତରାଞ୍ଚଳ ଡିଆଇଜି ତଥା ଜିଲ୍ଲା ଏସ୍ ପି ଙ୍କ ନିକଟରେ କଲା ଆତ୍ମସମର୍ପଣ

01-Aug-2021



ବଲାଙ୍ଗୀର,(ପ୍ରେରଣା ଖବର) : ଉତ୍ତରାଞ୍ଚଳ ଡ଼ିଆଇଜି ଙ୍କ ନିକଟରେ ହାର୍ଡକୋର ମାଓବାଦୀ  ଆତ୍ମସମର୍ପଣ କରିଛି ।  କେକେବିଏନର କ୍ୟାଡର ନକ୍ସଲ ଆଇତୁ କୋରସା ଓରଫ ସୁରଜନ ଓରଫ ଅମିତ । ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗିର ଏସପି ନୀତିନ କୁଶଳକର ଙ୍କ ଉପସ୍ଥିତିରେ ସେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ଆଇତୁର ଘର ଛତିଶଗଡ଼ର ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅନ୍ତର୍ଗତ ମନକେଲି ଗାଁରେ। ୨୦୧୨ ମସିହାରେ ନକ୍ସଲ ସଂଗଠନରେ ସାମିଲ ହୋଇଥିଲା। ୨୦୧୩ରେ ତାକୁ ସୁନାବେଡ଼ା ଡିଭିଜନକୁ ପଠାଯାଇଥିଲା। ସେଠାରେ ଦୁଇ ମାସ ରହିବା ପରେ ସେହି ବର୍ଷ ତାକୁ ବିବିଏମ୍‌ ଡିଭିଜନକୁ ପାର୍ଟି ମେମ୍ବର ଭାବେ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାକୁ ୧୨ ବୋର୍ ରାଇଫଲ ଦିଆଯାଇଥିଲା।
୨୦୧୬ରେ ତାକୁ କେକେବିଏନ୍ ଡିଭିଜନକୁ ପଠାଗଲା । ୨୦୧୮ରେ ତାକୁ କୋଡ଼ଙ୍ଗା ମହାନଦୀ ସଂଯୁକ୍ତ ଏରିଆ କମିଟିରେ ଏସିଏମ୍‌ ପଦବୀକୁ ଉନ୍ନୀତ କରାଯାଇଥିଲା।ଆଇତୁ ବିଭିନ୍ନ ନକ୍ସଲ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲା । ୨୦୧୭ ମସିହା ଡିସେମ୍ବର ମାସରେ ଗୋଛାପଡ଼ା ଥାନା ଅଞ୍ଚଳରେ ହୋଇଥିବା ଆଇଇଡି ବିସ୍ଫୋରଣ, ୨୦୧୯ରେ କୋଡ଼ିଙ୍ଗା ଅଞ୍ଚଳରେ ହୋଇଥିବା ଗୁଳିବିନିମୟ, ୨୦୧୯ରେ ଫିରିଙ୍ଗିଆ ଥାନା ଅଞ୍ଚଳରେ ପୁଲିସ୍ ଇନ୍‌ଫର୍ମର ସନ୍ଦେହରେ ହୋଇଥିବା କୈଳାସ ନାମକ ଜଣେ ବ୍ୟକ୍ତିଙ୍କ ହତ୍ୟା ଘଟଣା ଏବଂ ୨୦୨୦ରେ ଖମନଖୋଲ ଅଞ୍ଚଳରେ ହୋଇଥିବା ଆଇଇଡି ବିସ୍ଫୋରଣ ସହିତ ୨୦୨୧ରେ ଏପ୍ରିଲ ରେ ଫିରିଙ୍ଗିଆ ଥାନା ଅଞ୍ଚଳରେ ପୁଲିସ ସହିତ ହୋଇଥିବା ଗୁଳିବିନିମୟ ଘଟଣାରେ ସେ ସଂପୃକ୍ତ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like