-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

କେନ୍ଦ୍ରାପଡ଼ାର ରସାବଳିକୁ ଜି.ଆଇ ଟ୍ୟାଗ୍ ମାନ୍ୟତା ଦାବି କଲେ ତିନି ବିଜେଡି ସାଂସଦ

01-Aug-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) କେନ୍ଦ୍ରାପଡ଼ାର ରସାବଳିକୁ ଜି.ଆଇ ଟ୍ୟାଗ୍ ମାନ୍ୟତା ଦାବି । କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାସଂଦ । ବିଜେଡି ସାଂସଦ ସୁବାସ ସିଂହଙ୍କ ନେତୃତ୍ୱରେ ସାଂସଦ ମୁନ୍ନା ଖାନ୍ ଓ ସାଂସଦ ମମତା ମହନ୍ତ କେନ୍ଦ୍ରମନ୍ତ୍ରୀଙ୍କୁ ଏନେଇ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଇତିହାସ ଅନୁଯାୟୀ ଗଙ୍ଗରାଜତ୍ୱ ସମୟରୁ ଅର୍ଥାତ ୪ଶହ ବର୍ଷ ପୂର୍ବରୁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା, ବଳଦେବଜୀଙ୍କ ମୁଖ୍ୟ ପ୍ରସାଦ ଭାବେ ଜଣାଶୁଣା  । ସୁସ୍ୱାଦୁ ମିଷ୍ଟାର୍ଣ୍ଣ ରସାବଳିକୁ କେନ୍ଦ୍ରାପଡ଼ା ବାସୀ ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାନ୍ତି । ଏପରିକି ଏହି ରସାବଳି ଦେଶ, ବିଦେଶକୁ ବ୍ୟାପିଥିଲେ ମଧ୍ୟ ଆଜି ପର୍ୟ୍ୟନ୍ତ ଏହାର ଜି.ଆଇ ଟ୍ୟାଗ୍ ହୋଇପାରିନାହିଁ । ଦେଶ ଓ ରାଜ୍ୟର  ପ୍ରମୁଖ ପ୍ରଦର୍ଶନୀ ଓ  ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳି ପ୍ରଦର୍ଶିତ ଆଦୃତ ହୋଇପାରିଛି ଦିଲ୍ଲୀ ଟୁ ଓଡ଼ିଶା ପୁର ପଲ୍ଳୀ ପର୍ୟ୍ୟନ୍ତ ବିଭିନ୍ନ ଜାନି ଯାତ୍ରା, ମେଳା ଓ ପ୍ରଦର୍ଶନୀମାନଙ୍କରେ ରସାବଳି ପ୍ରଦର୍ଶି ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମିଳିପାରିଲେ, ଏହା ଅନ୍ତର୍ଜାତୀୟସ୍ତରରେ ସ୍ୱୀକୃତି ପାଇପାରିବା ସହ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇପାରିବ । ଫଳରେ ଜାତୀୟ ଓ ଅନ୍ତର୍ଜାତୀୟ ପର୍ୟ୍ୟଟକମାନେ ତୁଳସୀ କ୍ଷେତ୍ର ପ୍ରତି ଆକର୍ଷିତ ହେବେ ଓ ବିଶ୍ୱର ସବୁଠାରୁ ଆକର୍ଷିତ ସ୍ଥାନ ଭିତର କନିକା ଜୈବ ବିଭିଦତା, ୧୮୦ ବର୍ଷ ପୁରୁଣା ବ୍ରିଟିଶ ସମୟର ହୁକିଟୁଲା ବତୀଘର ଓ ବଙ୍ଗୋପସାଗର ବିସ୍ତିର୍ଣ୍ଣ ଜଳରାଶି ଆଧି ପର୍ୟ୍ୟଟକମାନଙ୍କୁ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରକୁ ଆକର୍ଷଣ କରିବାରେ ଏକ ବଡ଼ ଭୂମିକା ନେବାରେ ସହାୟକ ହେବ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like