-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

କୋଟି କୋଟି ଟଙ୍କାର କଙ୍କଡା ଜୋର ପ୍ରକଳ୍ପ ପୋତିହୋଇ ନଷ୍ଟ, ବରିଷ୍ଠ ଅଧିକାରୀ ସରକାରୀ ଘର କୁ ଭଡା ଦେଇ ନିରବ

01-Aug-2021



 ବଲାଙ୍ଗୀର,(ପ୍ରେରଣା ଖବର ବ୍ୟୁରୋ) : ବଲାଙ୍ଗୀର ଜିଲ୍ଲାରେ ଦାଦନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦ୍ଵାରା କୋଟିକୋଟି ଟଙ୍କାର ବ୍ୟୟ ବରାଦ କରି କଙ୍କଡା ଜୋର  ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଏବେ କଙ୍କଡା ଜୋର ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହୋଇ ଦୀର୍ଘ ବର୍ଷ ଧରି କାର୍ଯ୍ୟକାରିତା ନ ହୋଇ ନଷ୍ଟ ହୋଇ ପୋତି ହୋଇଯାଇଛି । ଜିଲ୍ଲାର ଟିଟିଲାଗଡ଼ ନିକଟରେ ଥିବା ବାଙ୍କେଲ ଗ୍ରାମରେ ବିସ୍ଥାପନ ପ୍ରକ୍ରିୟା ଦ୍ଵାରା ଥଇଥାନ ପ୍ୟାକେଜ ପ୍ରଦାନ ଓ ବାଙ୍କେଲ ଡ୍ୟାମ ନିର୍ମାଣ କରାଯାଇଥିଲା । ଏହି ପ୍ରକଳ୍ପ ଦ୍ବାରା ଦୀର୍ଘ ବ୍ୟବଧାନରେ କ୍ୟାନେଲ ନିର୍ମାଣ

କରାଯାଇଥିଲା । ଲୋକଙ୍କୁ କେନାଲ ମାଧ୍ୟମରେ ଜଳ ଯୋଗାଣ ସେଚନ ସହ ଚାଷ ବ୍ୟବସ୍ଥା ନେଇ ଯୋଜନା ବା ପ୍ଲାନିଂ ହୋଇଥିଲା । ହେଲେ ବର୍ତ୍ତମାନ ଉକ୍ତ କୋଟି କୋଟି ଟଙ୍କାର କ୍ୟାନେଲ ନିର୍ମାଣ କରାଯାଇଥିବା ବେଳେ  ଜଳ ଯୋଗାଣ, ନିଷ୍କାସନ ତ ଦୂରର କଥା ଉକ୍ତ ବାଙ୍କେଲ ଡ୍ୟାମ ପୋତି ହୋଇ ନଷ୍ଟ ହୋଇଯାଉଛି । ଅପରପକ୍ଷରେ ଚାଷ କରି ଲୋକେ ନିଜ ଗ୍ରାମରେ ବର୍ଷ ସାରା ରହିପାରିବା ଓ ଦାଦନ ଶ୍ରମିକ ସମସ୍ୟାର ସମାଧାନ ହୋଇପାରିବା ସମ୍ପୂର୍ଣ୍ଣ ଭାବେ ସମ୍ଭବ ହୋଇପାରି ନାହିଁ । ଅପର ପକ୍ଷରେ ମାତ୍ର କେତେକ କର୍ମଚାରୀଙ୍କ ଯୋଗୁଁ ଉକ୍ତ ପ୍ରକଳ୍ପ  ନିକଟରେ ଥିବା ଚାଷୀ କେବଳ ଉପକୃତ ହେଉଛନ୍ତି । ଟିଟିଲାଗଡ଼  ଜଳପ୍ରକଳ୍ପ ବା ଇରିଗେସନ ର ଉକ୍ତ ବିଭାଗୀୟ କର୍ମଚାରୀଙ୍କ ସରକାରୀ କ୍ୱାର୍ଟର ଗୁଡିକୁ ଉଚ୍ଚ ବିଭାଗୀୟ ଅଧିକାରୀ ମାନେ ତାଙ୍କ 

ସମ୍ପର୍କୀୟ ଅନ୍ୟ ସରକାରୀ, ବେସରକାରୀ କର୍ମଚାରୀ ମାନଙ୍କୁ ଭଡା ଆକାରରେ ଲଗେଇ ଦେଇ ଥିବା ଅଭିଯୋଗ ହୋଇଛି l କୌଣସି ପ୍ରକାର କାର୍ଯ୍ୟ ନ କରି କେବଳ ମୋଟା ଅଙ୍କର ଅର୍ଥ ମାସିକ ଦରମା ସହ ନାନା ଜାଲ ବିଲ,ଭାଉଚ୍ଚର କରି ଅନାୟାସରେ ଅର୍ଥ ତୋଷାରପାତ କରିଚାଲିଥିବା ଅଭିଯୋଗ ହୋଇଛି । କାର୍ଯ୍ୟରତ କର୍ମଚାରୀ ବାଧ୍ୟହୋଇ ଭଡା ଘରେ ରହିବା ଲିଖିତ ଅଭିଯୋଗ କରାଯାଇଛି । ଦୀର୍ଘ ବର୍ଷ ଧରି ଏପରି କୋଟିକୋଟି ଟଙ୍କାରେ ନିର୍ମିତ ପ୍ରକଳ୍ପ ଉକ୍ତ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ଦାଇତ୍ୱହୀନତା ଓ ପୁନରୁଦ୍ଧାର ନେଇ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ମୁଖ୍ୟ ସଚିବ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like