-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ନୂତନ ଦାୟିତ୍ୱ ଗ୍ରହଣ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଭେଟିଲେ ରେଙ୍ଗାଲି ବିଧାୟକ ନାଉରି ନାଏକ

02-Aug-2021



ସମ୍ବଲପୁର, ନୂଆଦିଲ୍ଲୀ (ସଂଜୀବ ପାଣିଗ୍ରାହୀଙ୍କରିପୋର୍ଟ): କିଛି ଦିନ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ଓ ମନ୍ତ୍ରୀ ଙ୍କ ବିଭାଗ ପରିବର୍ତ୍ତନ ରାଷ୍ଟ୍ରୀୟ ରାଜନୀତି ରେ ଏକ ହଇଚଇ ସୃଷ୍ଟି କରିଥିଲା । ବିଶେଷ କରି କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦବୀ ଅଳଙ୍କୃତ କରିବା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଥିଲା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଜୀ ଙ୍କ କାର୍ଯ୍ୟକାଳ ଆରମ୍ଭରୁ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ନ୍ୟସ୍ତ କରିଛନ୍ତି ।
       କୌଣସି ରାଷ୍ଟ୍ର ର ଭବିଷ୍ୟତ ହେଉଛନ୍ତି ଯୁବକ ଓ ଛାତ୍ର ସମାଜ ଏବଂ ରାଷ୍ଟ୍ରର ସର୍ବାଙ୍ଗୀନ ଉନ୍ନତି, ପ୍ରଗତି ଓ ବିକାଶ ର ମୂଳଦୁଆ ହେଉଛି ଶିକ୍ଷା । ତେଣୁ, ବର୍ତ୍ତମାନ ସମଗ୍ର ଦେଶରେ ଶିକ୍ଷା ବ୍ୟବସ୍ଥା କୁ ଏକ ଭିନ୍ନ ଦିଗନ୍ତ ଓ ନୂତନ ରୂପ ଦେବାର ପରିକଳ୍ପନା କରିଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ । ତେଣୁ ବିଗତ ଦିନରେ ନିଜର କାର୍ଯ୍ୟଦକ୍ଷତା ଓ କାର୍ଯ୍ୟଶୈଳୀ କୁ ଉଚ୍ଚକୋଟୀର ଓ ମୁଲ୍ୟଭିତ୍ତିକ ଭାବରେ ଚରିତାର୍ଥ କରିଥିବା ଶ୍ରୀଯୁକ୍ତ ପ୍ରଧାନ ଙ୍କୁ ଶିକ୍ଷା ମନ୍ତ୍ରଣାଳୟ ର ଗୁରୁଦାୟିତ୍ୱ ନ୍ୟସ୍ତ କରିଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ । ଶ୍ରୀଯୁକ୍ତ ପ୍ରଧାନ ନୂତନ ବିଭାଗ ର ଦାୟିତ୍ୱ ଗ୍ରହଣ କଲା ପରେ ଅନେକ ନେତା ମନ୍ତ୍ରୀ ସାଂସଦ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
      ଏହି ମର୍ମରେ ରେଙ୍ଗାଲି ର ମାନ୍ୟବର ବିଧାୟକ ତଥା ଓଡିଶା ପ୍ରଦେଶ ବିଜେପି ର ଉପସଭାପତି ଶ୍ରୀଯୁକ୍ତ ନାଉରି ନାଏକ ଗତ ସପ୍ତାହ ରେ ତାଙ୍କର ନୂଆଦିଲ୍ଲୀ ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ସାକ୍ଷାତ କରିଥିଲେ । ନୂତନ ଦାୟିତ୍ୱ ଗ୍ରହଣ ର ଶୁଭେଚ୍ଛା ଅଭିନନ୍ଦନ ଜ୍ଞାପନ କରି ତାଙ୍କର ଉଜ୍ବଳ ଭବିଷ୍ୟତ ପାଇଁ ଶୁଭକାମନା ଜଣେଇଥିଲେ ।
         ପଶ୍ଚିମାଞ୍ଚଳ ର ବିଭିନ୍ନ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନ ଓ ତତ୍ ସଙ୍ଗେ ସଙ୍ଗେ ଅନ୍ୟାନ୍ୟ ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ବିଷୟ ସମସ୍ୟା ବିଷୟରେ ଅବଗତ କରାଇଥିଲେ । ସାକ୍ଷାତକାର ସମୟରେ ପ୍ରଦେଶ ବିଜେପି ର ଅନେକ ସାଂଗଠନିକ ସଂରଚନା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ବୋଲି କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like