-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିନରେ ରକ୍ତଦାନ ଶିବିର - ବୃକ୍ଷ ରୋପଣ ପାଇଁ ସଂକଳ୍ପ

02-Aug-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ଗତକାଲି ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ବଲପୁରୀ ଭାଷା ସାହିତ୍ୟ ଓ ବ୍ୟାକରଣ ର ପ୍ରବାଦ ପୁରୁଷ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାର ଙ୍କ ଜନ୍ମ ଦିନରେ  ରକ୍ତଦାତା ସଙ୍ଘ ଓ ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ ର ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାର ରକ୍ତ ଭଣ୍ଡାର ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ଗଡଭିତର ରେ ବାସ କରୁଥିବା ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ନାତି ତରୁଣ ବହିଦାରଙ୍କୁ ମୂଖ୍ୟ ଅତିଥି ଓ ଡା, ଦୂର୍ଗା ଦତ୍ତ ଦାସ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହି ଥିଲେ । ଦିନକୁ ଦିନ ସମ୍ବଳପୁରୀ ଦିବସକୁ କେବଳ ଗୋଟାଏ  ଦିନ ସକାଶେ

ବ୍ୟବହାର ନ କରି ଆଗାମୀ ଦିନରେ ଏହା ଏକ ମହୋତ୍ସବ  ଭାବେ ପାଳନ କରାଯିବା ଉଚିତ୍ ବୋଲି ବହୁ ବୁଦ୍ଧି ଜିବି ମତ ଦେଇଛନ୍ତି । ଆଜି ଖବର ମିଳିବା ପର୍ଯ୍ୟନ୍ତ ୨୦   ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଆଗକୁ ବୃକ୍ଷ ରୋପଣର କାର୍ଯକ୍ରମ କରାଯିବ ବୋଲି ରକ୍ତଦାତା ସଂଘ ସଭାପତି ମନୋଜ ପଣ୍ଡା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like