-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ଜିଲ୍ଲା

ଏଚ,ଆଇ,ବି/ଏଡସ୍ ଆକ୍ରାନ୍ତ ଶଯ୍ୟାଶାୟୀ ବାପ,ପୁଅ ମାଗୁଛନ୍ତି ନିଜ ଜୀବନ ଭିକ୍ଷା, କାଗଜପତ୍ର ରେ ଚାଲିଛି,ଲକ୍ଷ,ଲକ୍ଷ ଟଙ୍କାର ହରିଲୁଟ ।

02-Aug-2021



ବଲାଙ୍ଗୀର,(ପ୍ରେରଣା ଖବର) ::ବଲାଙ୍ଗୀର ଜିଲ୍ଲା ଓଡ଼ିଶାର ଗଞ୍ଜାମ ତୁଳନାରେ ଏଚ,ଆଇ,ଭି/ଏଡ୍ସ ଆକ୍ରାନ୍ତ ଙ୍କ ସଂଖ୍ୟା କୁ ନେଇ ଅତୀତରେ ରେଡ଼ ଯୋନ ଘୋଷିତ ହୋଇ ସ୍ୱତନ୍ତ୍ର ଟି,ଆଇ ପ୍ରକଳ୍ପ କାର୍ଯ୍ୟକ୍ଷମ କରାଯାଇଥିବା ବେଳେ କାଗଜ, କଲମ ରେ ଖୋଲା ଖୋଲି ଚାଲିଛି ଲକ୍ଷ,ଲକ୍ଷ,ଟଙ୍କା ହରିଲୁଟ । ଏଭଳି ଏକ ଜ୍ଵଳନ୍ତ ପ୍ରମାଣ ମିଳିଛି ଟିଟିଲାଗଡ଼ ସହର ସର୍ଗିଗୁଡା ରେ,ଘରେ ଜଣେ ଏଡ୍ସ ଆକ୍ରାନ୍ତ ମାଆ ଙ୍କ ମୃତ୍ୟୁ ପରେ ଗତ ଦୁଇ ମାସ ହେଲା ବାପ,ପୁଅ ଗୁରୁତର ଅବସ୍ଥାରେ ନିଜ ଜୀବନ ଭିକ୍ଷା ମାଗୁଛନ୍ତି । ସାଇ ରେ ବାସନ୍ଦ ହୋଇ ଶଯ୍ୟାଶାୟୀ ଅବସ୍ଥାରେ ଉଭୟ ବାପା ଓ ପୁଅ ନିଜ ଚାଉଳକାର୍ଡ କୁ ବନ୍ଧା କରି ଜଣେ  କ୍ୱାକ ଙ୍କୁ ଟଙ୍କା ଦେଇ ସାଲାଇନ ନେଇ ଥିବା ବେଳେ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି ନ କରି ବଲାଙ୍ଗୀର ଯାଅ ବୋଲି କହି ତଡିଦେଇଥିବା କହିଛନ୍ତି ପୁଅ ସୁମନ ବାଗ(ବ-୩୦)ଛଦ୍ମନାମ । ତାଙ୍କ ପିତା ଜନେକ ବାଗ(ବ-୫୭) ବର୍ତ୍ତମାନ ହାତରେ ଖାଇବା କୁ ଟଙ୍କା ନ ଥିବା ବେଳେ କିଭଳି ଚିକିତ୍ସିତ ହେବାକୁ ବଲାଙ୍ଗୀର ଯିବେ ଦୟା କର ମୁଁ ମଲେ ଚାଲିବ ମୋ ପୁଅ କୁ ବଞ୍ଚାଇଦିଅ ବୋଲି ଗୁହାରି କରିଛନ୍ତି । ଅନ୍ୟ ପଟେ ଫୋନ ରେ ବାରମ୍ବାର ଜିଲ୍ଲା ଡି ପି ଏମ ରାଜେନ୍ଦ୍ର ମହାରଣା ଓ ଅନ୍ୟ ସରକାରୀ ଅଧିକାରୀ ଙ୍କୁ ଜଣାଇବା ରୁ ଟିଟିଲାଗଡ଼ ର ଉକ୍ତ ସାଇ ଟି,ଆଇ ପ୍ରକଳ୍ପ ର ଦୁଇ କର୍ମଚାରୀ ଘର ନିକଟକୁ ଯାଇ ଦୁଇଟି ମାସ୍କ ଓ ସେନିଟାଇଜର ଦେଇ ଫଟୋ ଉଠେଇ ଚାଲିଯାଇଥିଲେ । ଯଦି ଉକ୍ତ ଶଯ୍ୟାଶାୟୀ ଏଡ୍ସ ଆକ୍ରାନ୍ତ ଙ୍କୁ ତୁରନ୍ତ ଆବଶ୍ୟକ ଚିକିତ୍ସା ନ ମିଳେ ତେବେ ତାଙ୍କ ମୃତ୍ୟୁ ସୁନିଶ୍ଚିତ । ଏ ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ନିଜେ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like