-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଜିଲ୍ଲା

ପଲ୍ଲି ଆଲୋକ ପାଠାଗାର ପକ୍ଷରୁ ଅକ୍ସିଜେନ କନସେନଟ୍ରେଟର ପ୍ରଦାନ

02-Aug-2021



କଂଟାବାଞ୍ଜି,(ଆନନ୍ଦ କୁମାର ମୋଟେ) : କରୋନା ଜନିତ କଟକଣା ଏବଂ ଆଗାମୀ କରୋନାର ସମ୍ଭାବ୍ୟ ତୃତୀୟ ପର୍ଯ୍ୟାୟର ମୁକାବିଲା ପାଇଁ ପଲ୍ଲୀ ଆଲୋକ ପାଠାଗାର, ନଅଗାଁ(ଖ) ଏବଂ ୟୁନାଇଟେଡ୍ ଉଏ ଆଣ୍ଡ କ୍ରାପଟୋ ରିଲିଫ୍ ସଂସ୍ଥା ପକ୍ଷରୁ ରବିବାର ଡାକ୍ତରଖାନା ମାନଙ୍କୁ ଅକ୍ସିଜେନ କନସେନଟ୍ରେଟର ପ୍ରଦାନ କରାଯାଇଛି । ଅନୁଷ୍ଠା ପକ୍ଷରୁ ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୨ଟି, କଂଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୪ଟି ଏବଂ ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ୨ଟି ଲେଖାଏଁ ଅକ୍ସିଜେନ କନସେନଟ୍ରେଟର ସହ ମୋଟ ଏକ ହଜାର ଏନ୯୫ ମାସ୍କ ପ୍ରଦାନ କରାଯାଇଥିଲା । ପଲ୍ଲି ଆଲୋକ ପାଠାଗାରର ସଂପାଦକ ପ୍ରଶାନ୍ତ ନାଏକ କାର୍ଯ୍ୟକ୍ରମ ସଂଯୋଗଜକ ହୀରାଲାଲ ମିଶ୍ର, ପ୍ରଶାସନିକ ଅଧିକାରୀ ଅଜୟ ବାଦିଙ୍କ ସହ ବେଲପଡା ଠାରେ ଡାକ୍ତର ରବିନ୍ଦ୍ର କୁମାର ମେହେର ସମାଜସେବୀ ଗୌତମ ଅଗ୍ରୱାଲଙ୍କ ସହଯୋଗରେ ଉକ୍ତ ସାମଗ୍ରୀ ଗ୍ରହଣ କରିଥିଲେ ଏବଂ ବିଶ୍ୱନାଥ ଦାସ, ଅମୁଳ୍ୟ ପାଣିଗ୍ରାହୀ, ଡାକ୍ତର ଅମର ମିଶ୍ର , କହ୍ନେଇ ଠାକୁର, ବୁଲା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।  କଂଟାବାଞ୍ଜି ଠାରେ ଡାକ୍ତରଖାନା ଅଧିକାରୀ ଡାକ୍ତର ଏସପିଡି ପଣ୍ଡା ଉକ୍ତ ସାମଗ୍ରୀ ଗ୍ରହଣ କରିଥିବା ବେଳେ କେଭି କଲେଜ ଅଧକ୍ଷ ସତ୍ୟବ୍ରତ ମିଶ୍ର, ଆଇନଜୀବି ବ୍ରଜଶ୍ୟାମ ଗୁରୁ, ନୋଡାଲ ଅଫିସର ଚନ୍ଦ୍ର ଶେଖର ଭୋଇ, ପୁଷ୍ପକାନ୍ତ ଗୋୟଲ, ଫାରମାଷିଷ୍ଟ  ସନ୍ତୋଷ କୁମାର ମହନ୍ତ ପ୍ରମୁଖ ଉପସ୍ଥିତ ଥିଲେ । ତୁରେକେଲା ଠାରେ ଡାକ୍ତର ବିଷ୍ଣୁ ମେହେର ଉକ୍ତ ସାମଗ୍ରୀ ଗ୍ରହଣ କରିଥିବା ବେଳେ କଂଟାବାଞ୍ଜି ତହସିଲଦାର ଅଶୋକ କୁମାର ମାଝୀ, ଏସଡିପିଓ ସରୋଜ ମହାପାତ୍ର,  କଂଟାବାଞ୍ଜି ଥାନା ଅଧିକାରୀ ସତ୍ୟଜିତ କନ୍ଦନକେଲ, ଡାକ୍ତର ଉମାକାନ୍ତ ସାହୁ, ତୁରେକେଲା ଥାନା ଅଧିକାରୀ କମଳଲୋଚନ ବେହେରା, ଫାରମାଷିଷ୍ଟ ବିରବର ବେହେରା,  ବଙ୍ଗୋମୁଣ୍ଡା ଥାନାଧିକାରୀ ବିବି ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ଅଧ୍ୟାପକ ତଥା ସମାଜ କର୍ମୀ ଡ ସଂଜୟ କୁମାର ମିଶ୍ର ଓ ସମାଜସେବୀ କାହ୍ନୁ ଚରଣ ମିଶ୍ର ସମସ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ଅନେକ ଲୋକ ମୃତ୍ୟୁ ବରଣ କରିଥିଲେ ସମ୍ଭାବ୍ୟ ତୃତୀୟ ଲହର ସମୟରେ ଅକ୍ସିଜେନ ଅଭାବର ମୁକାବିଲା କରିବା ପାଇଁ ଉକ୍ତ ଅକ୍ସିଜେନ କନସେନ ଟ୍ରେଟରର ବଂଟନ ଡାକ୍ତରଖାନା ମାନଙ୍କୁ  ପ୍ରଦାନ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like