-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ପ୍ରତ୍ୟେକ ଘରେ ଗଛଟିଏ ଅଭିଯାନର ଶୁଭାରମ୍ଭ

02-Aug-2021



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) ବଲାଙ୍ଗୀର ଜିଲ୍ଲାର ତୁରେକେଲା ବ୍ଳକ ଓ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳରେ ଜୁଲାଇ ପହିଲାରୁ ବନ ମହୋତ୍ସବ ପାଳନ ଅବସରରେ ବିଭିନ୍ନ ଅନୁଷ୍ଠାନ, ସମାଜସେବୀ, ପ୍ରକୃତିପ୍ରେମୀ, ବନ ଵିଭାଗ ତରଫରୁ ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଚାଲିଛି।ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅଧିକରୁ ଅଧିକ ଗଛ ଲଗେଇବାକୁ କଣ୍ଟାବାଞ୍ଜି ବନ ବିଭାଗ ର ମିଳିତ ସହଯୋଗରେ ପ୍ରକୃତିବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ ବୃକ୍ଷ ରୋପଣ ଅଭିଯାନରେ ସାମିଲ ରହିଛନ୍ତି।ତେଣୁ ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଦିନ ପ୍ରତ୍ୟେକ ଘରେ ଗଛଟିଏ ଅଭିଯାନର ଶୁଭାରମ୍ଭ କରିଛନ୍ତି।କଣ୍ଟାବାଞ୍ଜିର ସମାଜସେବୀ ଅମରଚନ୍ଦ ଶର୍ମାଙ୍କ ଘରକୁ ଯାଇ ଗୋଟିଏ ଅଁଳା ଗଛ ଲଗେଇ ଥିଲେ।ପ୍ରତ୍ୟେକ ଘରେ ଅନ୍ତଃତ ଗୋଟିଏ ଗଛ ରହିବା ଜରୁରୀ ତେଣୁ ପ୍ରତିଦିନ କାମରେ ଆସୁଥିବା

ଆମ୍ବ,ବେଲ,ଲିମ୍ବ,ଅଁଳା ଓ ବରକୋଳିଭଳି ଗଛ ବନବିଭାଗରୁ ଆଣି ଆଗ୍ରହ ପ୍ରକାଶ କରୁଥିବା ବ୍ୟକ୍ତିଙ୍କ ଘରବାଡିରେ ଲଗେଇବାର ବ୍ୟବସ୍ଥା କରାଯିବା ସହିତ ଯେଉଁମାନେ ଯୋଗାଯୋଗ କରିବେ ଅବିଳମ୍ବେ ତାଙ୍କ ପାଖରେ ଚାରା ପହଞ୍ଚିବ ବୋଲି ଶ୍ରୀ ଦାଶ ଜନ ସାଧାରଣଙ୍କୁ ଅନୁରୋଧ କରିଥିଲେ।ଏହି କାର୍ଯ୍ୟକ୍ରମରେ ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳି, ଫରେଷ୍ଟର ବିନୋଦ କୁମାର ଧରୁଆ, ସମାଜସେବୀ ଆଶିଷ ଜୈନ ସହଯୋଗ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like