-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଖେଳ

୧୦୦ ମିଟର ଦୌଡ଼ରେ ନିରାଶ କଲେ ଦୂତୀ; ୨୦୨୪କୁ ଲକ୍ଷ୍ୟ ରଖି ପ୍ରସ୍ତୁତି କରିବେ

02-Aug-2021



ଭୁବନେଶ୍ୱର (ଶୁଭାଶିଷ ନାୟକ): ଆଜି ଟୋକିଓ ଅଲିମ୍ପିକ୍ସରେ ପୁଣି ନିରାଶ କରିଛନ୍ତି ଓଡ଼ିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ । ପୂର୍ବରୁ ୧୦୦ ମିଟର ଦୌଡ଼ରେ ଦୂତୀ ନିରାଶ କରିଥିବା ବେଳେ  ଆଜି ୨୦୦ ମିଟର ଦୌଡ଼ରେ ମଧ୍ୟ ହାରି ଯାଇଛନ୍ତି । ୨୦୦ ମିଟରରେ ହିଟ୍-୪ରେ ସପ୍ତମ ସ୍ଥାନରେ ରହି ସେ ତାଙ୍କ ଟୋକିଓ ଅଲିମ୍ପିକ୍ସ ଅଭିଯାନ ଶେଷ କରିଛନ୍ତି । ତେବେ ୨୦୨୪ ଅଲମ୍ପିକକୁ ଲକ୍ଷ ରଖି ଏବେଠୁ ପ୍ରସ୍ତୁତି କରିବେ  ବୋଲି ଦୂତୀ କହିଛନ୍ତି ।

ଏଥିର ଖେଳରେ ଖରାପ ପଦର୍ଶନ ହେବାର ପ୍ରମୁଖ କାରଣ ହେଉଛି କମ ପ୍ରାକ୍ଟିସ୍  । କରୋନା ଯୋଗୁ ଠିକ୍ ଭାବେ ପ୍ରାକ୍ଟିସ୍  କରିପାରିନଥିବା ଯୋଗୁ ଏଥର ଖରାପ ପଦର୍ଶନ ଦେଖିବାକୁ ମିଳିଥିôଲା ବୋଲି ଦୂତୀ କହିଛନ୍ତି । ଆଗାମୀ ଦିନରେ ଏହା ଉପରେ ଗୁରୁତ୍ୱ ଦେବା ସହ ୨୦୨୪ ରେ ପ୍ୟାରିସ୍ରେ  ହେବାକୁ ଥିବା ଅଲମ୍ପିକ୍ସରେ ସଫଳତା ପାଇବା ପାଇଁ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି । 

ଆଜି ୨୦୦ ମିଟର ଅତିକ୍ରମ କରିବା ପାଇଁ ଦୂତି ୨୩.୮୫ ସେକେଣ୍ଡ ସମୟ ନେଇଥିଲେ, ଯାହା ତାଙ୍କର ନିଜର ଶ୍ରେଷ୍ଠ ଟାଇମିଂ ଠାରୁ ଅଧିକ ଥିଲା । ୨୦୦ ମିଟରରେ ଦୂତୀଙ୍କ ଶ୍ରେଷ୍ଠ ଟାଇମିଂ ୨୩.୦୦ ସେକେଣ୍ଡ ରହିଛି । ପୂର୍ବରୁ ୨୦୧୮ରେ ଜାକର୍ତ୍ତାରେ ଅନୁଷ୍ଠିତ ଏସିଆନ୍ସ ଗେମ୍ସରେ ସେ ଏହି ରେକର୍ଡ ହାସଲ କରିଥିଲେ ।
ଆଜି ୨୦୦ ମିଟରରେ ହିଟ୍-୪ରେ ଦୂତୀଙ୍କ ସହିତ ଆମେରିକାର ଗାବ୍ରିଏଲ୍ ଥୋମାସ୍, ନାମିବିଆର କ୍ରିଷ୍ଟାଇନ୍ ବୋମା, ବ୍ରାଜିଲର ଭିକ୍ଟୋରିଆ କ୍ରିଷ୍ଟିନା ରୋସା, ନାଇଜେରିଆର ଆମିନାଟୁ ସେୟନୀ ଓ ଜର୍ମାନୀର ଜେ.ବି ୱେସୋଲୀ, ଜାମ୍ବିଆର ରୋଡା ଜୋଭବୁ ଦୌଡ଼ିଥିଲେ । ସେମାନଙ୍କ ମଧ୍ୟରୁ କ୍ରିଷ୍ଟାଇନ୍ ବୋମା ୨୨.୧୧ ସେକେଣ୍ଡରେ ନିର୍ଦ୍ଧାରିତ ଦୂରତ୍ୱକୁ ଅତିକ୍ରମ କରି ପ୍ରଥମ ସ୍ଥାନରେ ରହିଥିବା ବେଳେ ଆମେରିକାର ଗାବ୍ରିଏଲ୍ ଥୋମାସ୍ ୨୨.୨୦ ସେକେଣ୍ଡ ସହ ଦ୍ୱିତୀୟ ଓ ଆମିନାଟୁ ସେୟନୀ ୨୨.୭୨ ସେକେଣ୍ଡ ସହ ତୃତୀୟ ସ୍ଥାନରେ ରହିଥିଲେ ।  ଏହି ତିନି ଜଣ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି ।
ଦେଶର ଏକମାତ୍ର ଆଥ୍ଲେଟ୍ ଭାବେ ଦୂତି ଟୋକିଓ ଅଲିମ୍ପିକ୍ସରେ ଦୁଇଟି ଇଭେଣ୍ଟ (ଶହେ ଓ ୨ଶହ ମିଟର ଦୌଡ଼)ରେ ଭାଗ ନେଇଥିଲେ । ଟୋକିଓ ଅଲିମ୍ପିକ୍ସକୁ ତାଙ୍କୁ ୱାର୍ଲ୍ଡ ରାଙ୍କିଙ୍ଗ୍ କୋଟାରେ ଟିକେଟ୍ ମିଳିଥିଲା । ଏହି ଅଲିମ୍ପିକ୍ସରେ ସେ ପ୍ରଥମ ଥର ପାଇଁ ୨୦୦ ମିଟର ଦୌଡ଼ରେ ଭାଗ ନେଇଥିଲେ । ପୂର୍ବରୁ ସେ ୨୦୧୬ରେ ଅନୁଷ୍ଠିତ ରିଓ ଅଲିମ୍ପିକ୍ସରେ ୧୦୦ ମିଟର ଦୌଡ଼ରେ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like