-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କ୍ରାନ୍ତି ଦିବସ ପାଇଁ ଦାନା ବାନ୍ଧୁଛି ଆଇନଅମାନ୍ୟ ଆନ୍ଦୋଳନ |

02-Aug-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)କୃଷକ ବିରୋଧୀ କଳା ଆଇନ ପ୍ରତ୍ୟାହାର, ଶ୍ରମିକ ବିରୋଧୀ ଶ୍ରମକୋଡ ବାତିଲ, ସମସ୍ତଙ୍କୁ ମାଗଣା କରୋନା ଟିକାକରଣ, ପର୍ୟ୍ୟାପ୍ତ ନିଯୁକ୍ତି ଯୋଜନା, ଗରିବଙ୍କୁ ମାଗଣା ଖାଦ୍ୟ ଯୋଗାଣ, ଦରଦାମ ବୃଦ୍ଧି ଉପରେ ଲଗାମ ଲଗାଇବା ସହିତ ନୟାଗଡ଼ ଚିନିକଳ ଚାଲୁ କରିବା ଓ ବୃତ୍ତଙ୍ଗ ଜଳସେଚନ ଯୋଜନା କାର୍ୟ୍ୟକାରୀ କରିବା ଇତ୍ୟାଦି ଦାବିରେ ଆସନ୍ତା ଅଗଷ୍ଟ ୯ କ୍ରାନ୍ତି ଦିବସରେ ନୟାଗଡ଼ ରେ ହେବ ଆଇନିଅମାନ୍ୟ ଆନ୍ଦୋଳନ | ଗଣ ଆଇନ ଅମାନ୍ୟକୁ ସଫଳ କରିବା ପାଇଁ ଶ୍ରମିକ ନେତା ବିଶ୍ୱନାଥ ମହାପାତ୍ର ଓ କୃଷକ ନେତା ଗୋଲକ ବିହାରୀ ମୁଦୁଲିଙ୍କ ନେତୃତ୍ୱରେ ଏକ ଟିମ ନୟାଗଡ଼ ଓ ଓଡ଼ଗାଁ ବ୍ଲକର ବିଭିନ୍ନ ଗ୍ରାମରେ ଗ୍ରାମସଭାମାନ କରି ଆନ୍ଦୋଳନ ପାଇଁ ସଂଗଠିତ କରୁଛନ୍ତି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦରଦାମ ବୃଦ୍ଧିରେ ଅଣନିଶ୍ଵାସି ହୋଇ ପଡିଛନ୍ତି ସାଧାରଣ ଜନତା | ସାଧାରଣ ଲୋକ କରୋନାଜନୀତ ଅସ୍ୱାଭାବିକ ବିକଳ ପରିସ୍ଥିତିକୁ ମୁକାବିଲା କରୁଥିବା ବେଳେ କେନ୍ଦ୍ର ସରକାର ବିଭିନ୍ନ ଶ୍ରମିକ, କୃଷକ ବିରୋଧୀ ପଦକ୍ଷେପ ଜନଜୀବନକୁ ଆହୁରି ଅସ୍ତବ୍ୟସ୍ତ  କରୁଥିବାରୁ ଏହାର ମୁକାବିଲା ପାଇଁ  ସଂଗ୍ରାମ ଅତି ଜରୁରୀ ହୋଇ ପଡିଛି ବୋଲି ନେତୃତ୍ୱମାନେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା  ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like