-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ଓଡ଼ିଶାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ‘ରୁସା’ରୁ ମିଳିଛି ୩୯୫.୪୨ କୋଟିର ସହାୟତା: ଧର୍ମେନ୍ଦ୍ର ପ୍ରଧାନ

03-Aug-2021



ଭୁବନେଶ୍ୱର(ସୁଭାସିସ ନାୟକ): ରାଜ୍ୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ ଦେବା ସହ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ବର୍ତମାନ ସୁଦ୍ଧା ଓଡ଼ିଶାର ୩୦ଟି ଜିଲ୍ଲାର ୧୬୧ଟି ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକୁ କେନ୍ଦ୍ରୀୟ ଯୋଜନା ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅଭିଯାନରେ ୩୯୫.୪୨ କୋଟି ଟଙ୍କା ଦେଇଛନ୍ତି  । ସଂସଦରେ ଏ ସମ୍ପର୍କୀତ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 
ରୁଷା ଅଭିଯାନ ଅନ୍ତର୍ଗତ ଓଡ଼ିଶାରେ ମହାବିଦ୍ୟାଳୟ ଗୁଡ଼ିକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ତଥା ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଭିତିଭୂମିର ବିକାଶ, ଡିଗ୍ରୀ କଲେଜକୁ ଆଦର୍ଶ ଡ଼ିଗ୍ରୀ କଲେଜ ଭାବରେ ବିକଶିତ, ନୂତନ ମଡେ଼ଲ ଡିଗ୍ରୀ କଲେଜ୍ ସ୍ଥାପନା ଏବଂ ରାଜ୍ୟ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବଢ଼ାଇବା ପାଇଁ କେନ୍ଦ୍ରୀୟ ଅଂଶର ୩୯୫.୪୨ କୋଟି ଓଡ଼ିଶାକୁ ଦିଆଯାଇଛି । ଓଡ଼ିଶାର ୩୦ଟି ଜିଲ୍ଲାରେ ୧୬୧ଟି ଶିକ୍ଷାନୁଷ୍ଠାନକୁ ଏହି ଅର୍ଥ ପ୍ରଦାନ କରାଯାଇଛି ।
ରୁସା ଅଧୀନରେ ଅନୁଗୁଳର ୫ ଶିକ୍ଷାନୁଷ୍ଠାନ, ବଲାଙ୍ଗୀରରେ ୪ଟି, ବାଲେଶ୍ୱରରେ ୧୪, ବରଗଡ଼ରେ ୫, ବୌଦ୍ଧରେ ୨, ଭଦ୍ରକରେ ୪, କଟକରେ ୧୧, ଦେବଗଡ଼ରେ ୨, ଢେ଼ଙ୍କାନାଳ ୬, ଗଜପତି ୪, ଗଞ୍ଜାମ ୧୦, ଜଗତସିଂହପୁର ୪, ଯାଜପୁରରେ ୭, ଜୟପୁରରେ ଗୋଟିଏ, ଝାରସୁଗୁଡ଼ାରେ ୪, କଳାହାଣ୍ଡିରେ ୫, କନ୍ଧମାଳରେ ୪, କେନ୍ଦ୍ରାପଡ଼ାରେ ୫, କେନ୍ଦୁଝରରେ ୫, ଖୋର୍ଦ୍ଧାରେ ୧୬, କୋରାପୁଟରେ ୪, ମାଲକାନଗିରିରେ ୨, ମୟୂରଭଞ୍ଜରେ ୮, ନବରଙ୍ଗପୁରରେ ଗୋଟିଏ, ନୟାଗଡ଼ରେ ୪, ନୂଆପଡ଼ାରେ ୩, ପୁରୀରେ ୫, ରାୟଗଡ଼ାରେ ୩, ସମ୍ବଲପୁରରେ ୬, ସୋନପୁରରେ ୨, ସୁନ୍ଦରଗଡ଼ ଜିଲ୍ଲାରେ ଥିବା ୫ଟି ଶିକ୍ଷାନୁଷ୍ଠନକୁ ରୁସା ଯୋଜନାରେ କେନ୍ଦ୍ରୀୟ ଅନୁଦାନ ଦିଆଯାଇଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like