-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||     

HOME   ଜିଲ୍ଲା

ଅସଲି କଙ୍ଗାଳ ନକଲି ମାଲେମାଳ: ଅସଲିି ଚାଷୀଙ୍କ ଜମିରେ ନକଲି କୃଷିବୀମା

03-Aug-2021



କଣ୍ଟାବାଞ୍ଜି , (ଆନନ୍ଦ ମୋଟେ ) , ଗତ କିଛି ବର୍ଷ ବଲାଙ୍ଗିର ଜିଲ୍ଲା  କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିରେ ମୁରିବାହାଲ, ତୁରେକେଲା, ବଙ୍ଗୋମୁଣ୍ଡା ବ୍ଲକ ଅଂଚଳର ଅସଲି ଚାଷୀଙ୍କ ଜମିରେ ନକଳି କୃଷି ବୀମା ହେଉଥିବା ଅଭିଯୋଗ ଆସୁଛି । ପ୍ରଶାସନ ପକ୍ଷରୁ କୌଣସି ନକଲି ଚାଷୀଙ୍କ ବିରୁର୍ଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ନେଇ ନଥିବା ଯୋଗୁ ଆରାମରେ ନକଲି ଚାଷୀ ଅନ୍ୟ ଲୋକଙ୍କ ଚାଷରେ ଜମିରେ ବୀମା କରାଇ ଲକ୍ଷାଧିକ ଟଂକା ହଡପ କରୁଛି । ଏ ଅଂଚଳର ଏକର ଏକର ଚାଷ ଜମିରେ କିଛି ବକ୍ତି ଏକ ରାକେଟ  ଚଲାଇଲା ଭଲି କାମ କରୁଛନ୍ତି । ଜଣେ ଲୋକଙ୍କ ଜମିରେ ଅନ୍ୟ ଜଣେ ବୀମା କରି ସେହି ବୀମା ଟଂକା ହଡପ କରୁଛନ୍ତି । ଯାହା ଫଳରେ ଅସଳି ଚାଷୀ କଙ୍ଗାଳ ହେଉଥିବା ବେଳେ ନକଲି ମାଲେମାଲ  ହେଉଛି । ପ୍ରକୃତ ଚାଷି ନିଜ ଅଂଚଳର ତହସିଲଦାର, ଥାନା ସହ କୃଷି କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ କରୁଛି ହେଲେ ଫଳ କିଛି ମିଲିନାହିଁ । କଣ୍ଟାବାଞ୍ଜି ବିଜେଡି ନେତା ଏଭଲି ଅଭିଯୋଗ ନେଇ ତୁରେକେଲା ଅଂଚଳର ଚାଷି ଏବଂ ବିଜେଡି କର୍ମୀଙ୍କ ସହ ସ୍ଥାନିୟ ବ୍ଲକ କୃଷି  କାର୍ଯ୍ୟଳୟ ଜବାବ ଦିଅ କାର୍ଯ୍ୟକ୍ରମ ଜରିଆରେ ଘେରାଉ କରିଥିଲେ । ଶହ ଶହ ଚାଷି ଏକ ଜୁଟ ହୋଇ ଏକ ଶୋଭାଯାତ୍ରାରେ କୃଷି କାର୍ଯ୍ୟଳୟ ପହଂଚିଥିଲେ । ସ୍ଥାନିୟ କୃଷି ବିଭାଗର ଅଧିକାରି, ବୀମା କମ୍ପାନି ସହ କିଛି ଦଲାଲ ଚାଷୀ ମାନଙ୍କ ହଜାର ହଜାର ଏକର ଚାଷ ଜମିରେ ବୀମା କରିଛନ୍ତି । ଯାହା ଫଲରେ ପ୍ରକୃତ ଚାଷୀ ବୀମା କରିବାକୁ ଗଲେ ନିଜ ଜମିରେ ସେ ବୀମା କରି ପାରୁନାହାନ୍ତି । କେନ୍ଦ୍ର ସରକାରଙ୍କ ବୀମା କମ୍ପାନି ପ୍ରୀତି ଯୋଗୁ ଏଭଲି ହେଉଥିବା ବିଜେଡି ନେତା ଅଜୟ ଦାସ ଅଭିଯୋଗ କରିଥିଲେ । ପୁର୍ବରୁ ଚାଷୀ ମାନେ ବ୍ୟାଙ୍କକୁ ଯାଇ ବୀମା କରୁଥିଲେ ହେଲେ କେନ୍ଦ୍ର ସରକାର ଅନଲାଇନ ବୀମା କରୁଥିବା ଯୋଗୁ ଏଭଲି ଅବସ୍ଥା ହେଉଥିବା ଏହି ଘେରାଉ ସମୟରେ ବିଜେଡି ନେତା ଅଭିଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026

You Might Also Like