-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଅର୍ଥର ପ୍ରଲୋଭନ ଦେଖାଇ ହିନ୍ଦୁ ଗରିବ ଲୋକଙ୍କୁ ଖ୍ରୀଷ୍ଟ ଧର୍ମରେ ପରିବର୍ତନ କରୁଥିବା ପ୍ରୟାସକୁ ବଜରଙ୍ଗଦଳର ତୀବ୍ର ବିରୋଧ

03-Aug-2021



ବିନିକା (ହିମାଂଶୁ ଶେଖର ପୁଟେଲ): ହିନ୍ଦୁରାଷ୍ଟ୍ର ଭାରତ ବର୍ଷରେ ବର୍ତମାନ ହିନ୍ଦୁଧର୍ମ ଅପେକ୍ଷା ବଭିନ୍ନ ଧର୍ମର ପ୍ରଚାର ପ୍ରସାର ପାଇଁ ଓ ଧର୍ମ ପରିବର୍ତନ କରିବା ପାଇଁ ଗୁପ୍ତ ସୂତ୍ରରୁ ଅଜସ୍ର ଟଙ୍କାର
ପ୍ରଲୋଭନ ଦେଖାଇ ଧର୍ମ ପରିବର୍ତନକରିବା ପାଇଁ କିଛି ଅସାଧୁ ଲୋକ ବିଭିନ୍ନ ସ୍ଥାନକୁ ଯାଇ ଲୋକଙ୍କୁ ଆକର୍ଷିତ କରୁଥିବା ପ୍ରୟାସ ଚଳାଇଛନ୍ତି l ଯାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଅଞ୍ଚଳରେ l ଖବର ନେବାରୁ ଜଣାପଡିଛି ଯେ ବିନିକା ବ୍ଲକ ଅନ୍ତର୍ଗତ  ସିଂଘିଯୁବା ପଂଚାୟତ ଅଧୀନରେ ଥିବା ଘାଟିଜାମପାଲି ଗ୍ରାମକୁ  ଆଜି କେତେକ ଅସାଧୁ ବ୍ୟକ୍ତି ଆସି ହିନ୍ଦୁ ଧର୍ମାବଲମ୍ବୀ କିଛି ଗରିବ ଲୋକଙ୍କୁ ଟଙ୍କାର ପ୍ରଲୋଭନ ଦେଖାଇ ଜବରଦସ୍ତ ଭାବେ ଖ୍ରୀଷ୍ଟ ଧର୍ମରେ ପରିବର୍ତନ କରିବା ପାଇଁ ବରାବର ଉଦ୍ୟମ କରିଥିଲେ l ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ସୁବର୍ଣ୍ଣପୁର ଜିଲ୍ଲା ବଜରଙ୍ଗ ଦଳର କର୍ମୀ ମାନେ ଘଟଣାସ୍ଥଳକୁ ପହଞ୍ଚି ଗରିବ ଲୋକଙ୍କୁ  ବୁଝାଇ ଧର୍ମ ପରିବର୍ତ୍ତନକୁ ଭଣ୍ଡୁର କରିବା ପରେ ତାଙ୍କୁ ଗଙ୍ଗାଜଳ ଓ ଗୋବର ଛିଞ୍ଚି ପୁଣି ହିନ୍ଦୁ ଧର୍ମକୁ ପରିବର୍ତନ କରିବାରେ ସଫଳ ହୋଇଥିଲେ l ଏନେଇ ବଜରଙ୍ଗଦଳ କେତେକ ସଦସ୍ୟ ଧର୍ମ ପରିବର୍ତ୍ତନର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମୁଣ୍ଡାଙ୍କ ନାମରେ ଫୋନ ମାଧ୍ୟମରେ ବିନିକା ଥାନା ଅଧିକାରୀଙ୍କୁ ଜଣାଇଥିଲେ l ତେବେ ଘଟଣାସ୍ଥଳରୁ ବଜରଙ୍ଗଦଳର ସଦସ୍ୟ ମାନେ ଗୋଟିଏ ବାଇକ, ବାଇବେଲ ପୁସ୍ତକ,ବାଦ୍ୟ ସାମଗ୍ରୀ ଏବଂ ବେନର ଜବତ କରାଯାଇଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like