-+91-9937148622 |
prerana_bgr@rediffmail.com |
Friday 10th July 2026 |
R.N.I. Regd No. ODIODI/2010/46693
Breaking News
03-Aug-2021
ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀ ରୁ 4ଟି ଟ୍ରାକ୍ଟର ଓ ଗୋଟିଏ ହାଇୱl କୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା
ସମୟରେ ତହସିଲଦାର ସୋନପୁର ଶ୍ରୀ ନଵୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୬୮୦୦୦୦ ଟଙ୍କା ଜୋରିମାନା ଆଦାୟ କରିଛନ୍ତି l ଏହି ଚଢ଼ାଉ ସମୟରେ ରାଜସ୍ବ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ ତଥା ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l ପ୍ରକାଶ ଥାଉ କି ଯେ ଦୀର୍ଘ ମାସ ରୁ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଏ ଅଭିଯାନ ଜାରି ରହିଛି l