-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲରେ ସ୍ବାଧିନତା ଦିବସ ପାଇଁ ପ୍ରସ୍ତୁତି ବୈଠକ

04-Aug-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକ କାର୍ଯ୍ୟାଳୟ ସ୍ଥିତ ରାଜୀବ ଗାନ୍ଧୀ ସଭା ଗୃହ ଠାରେ ମଙ୍ଗଳବାର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ  ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ରେଢାଖୋଲ ଉପଜିଲ୍ଲାପାଳ ପବିତ୍ର ମୋହନ ବେହେରାଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଏହି ବୈଠକରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାରୀ ଗାଇଡ ଲାଇନ ମୁତାବକ କଟକଣା ସହ ନିରାଡମ୍ବର ଭାବେ ପାଳନ ପାଇଁ ଆଲୋଚନା ହୋଇଥିଲା। ଚଳିତ ବର୍ଷ ରେଢ଼ାଖୋଲ ଉପଖଣ୍ଡରେ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଉତ୍ସଵରେ ପ୍ୟାରେଡ ହେବନାହିଁ ।ସ୍ଥାନୀୟ କଦମ୍ବ ପଡିଆରେ ଉସ୍ଚବ ପାଳନ ସହ କେବଳ କରୋନା ଯୋଦ୍ଧା ଯଥା  ସାମ୍ବାଦିକ ,ଡାକ୍ତର , ନର୍ସ , ସ୍ବାସ୍ଥ୍ୟ କର୍ମୀ , ସଫେଇ କର୍ମଚାରୀ ସାମିଲ ହେବେ । ଉକ୍ତ ବୈଠକରେ ବିଡ଼ିଓ ପରୀକ୍ଷିତ ସାହୁ , ତହସିଲଦାର ବେର୍ସିୟସ ଡୁଙ୍ଗ୍ ଡୁ୍ଙ୍ଗ୍ , ଥାନା ଅଧିକାରୀ ସୁରୁବାବୁ ଛତ୍ରିଆ , ଏଇଇ ବୀରବର ବେହେରା , ଡାକ୍ତରଖାନା ସୁପରିଟେଣ୍ଡେଟ ଡଃ ରାମକୃଷ୍ଣ ପତି , ଓକିଲ ସଂଘ ସଭାପତି ଗଣେଶ୍ୱର ପ୍ରଧାନ , ଏନ‌ଏସି ନୀର୍ବାହୀ ଅଧିକାରୀ  (ଇଓ)କନିକା ଚକ୍ରବର୍ତ୍ତୀ , ଜିଲ୍ଲା ପରିଷଦ ସଭ୍ୟ ପ୍ରଦୀପ ପ୍ରଧାନ , ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ପ୍ରଧାନ , ସୁଶାନ୍ତ ନାଗ , ଅନିଲ ପୃଷ୍ଟି , ତପନ ବିଶ୍ଵାଳ, ସରୋଜ ସାହୁଙ୍କ ସହ  ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଶେଷରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହାରାଧନ ମେଣ୍ଡୁଳୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like