-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରାପଡା - ଓଡିଶା ଷ୍ଟାଫ ସିଲେକସନ କମିଶନ ମହାଦୁର୍ନୀତି ପ୍ରତିବାଦ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଛାତ୍ର କଂଗ୍ରେସ ର ବିକ୍ଷୋଭ

04-Aug-2021



କେନ୍ଦ୍ରାପଡା(ଶିବ ପ୍ରସାଦ ସେନାପତି) : ଓଡିଶା ଷ୍ଟାଫ ସିଲେକସନ କମିଶନ ମହାଦୁର୍ନୀତି ପ୍ରତିବାଦରେ ଆଜି କେନ୍ଦ୍ରାପଡା ଛାତ୍ର କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ସଭାପତି ପରଭେଜ ଅଖତରଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା | ଛାତ୍ର କଂଗ୍ରେସ କର୍ମକର୍ତା ମାନେ କେନ୍ଦ୍ରାପଡା ଉର୍ଦୁ ଲାଇବ୍ରେରୀ ପାଖରୁ ଏକ ବିକ୍ଷୋଭ ଶେଭାଯାତ୍ରାରେ ବାହାରି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖକୁ ଯାଇଥିଲେ ଯାଇ ଏଡିଏମ ଙ୍କୁ ଦାବିପତ୍ର ଦେଇଥିଲେ | ବାଟରେ ପୋଲିସ ସହ ଧସ୍ତାଧସ୍ତି ମଧ୍ୟ ହୋଇଥିଲା | ଏହି ବିକ୍ଷୋଭ ଶୋଭାଯାତ୍ରାରେ ଛାତ୍ର କଂଗ୍ରେସ ରାଜ୍ୟ ଉପସଭାପତି ସୁନୀଲ କୁମାର ମାଟିଆ , ସାଧାରଣ ସମ୍ପାଦକ ବିଭୁତି ଭୂଷଣ ମହାପାତ୍ର ଓ ଅହମଦ ଖାନ ଯୋଗଦେଇ ସରକାରଙ୍କ ଉପରେ ବର୍ଷିଥିଲେ | ଏହି ପରିପେକ୍ଷୀରେ ଛାତ୍ର ନେତା ଶ୍ରୀ ମହାପାତ୍ର କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ର ଛାତ୍ରୀ ମାନଙ୍କ ଭବିଷ୍ୟତକୁ ଅପହରଣ କରିଛନ୍ତି | ଷ୍ଟାଫ ସିଲେକସନ କମିଶନ ଦୁର୍ନୀତିର ଗନ୍ତାଘର ପାଲଟିଥିବା ବେଳେ ଯୋଜନାର ମାଳ ପକାଇ ବୁଲୁଥିବା  ଓଡିଶା ସରକାର ଅଦୃଶ୍ୟ ଭାବରେ "ଟଙ୍କା ଦିଅ ଚାକିରୀ ନିଅ " ବୋଲି ଯୋଜନା ଟିଏ କରିଛନ୍ତି ,ଯାହାକୁ ଛାତ୍ର କଂଗ୍ରେସ ଓଡ଼ିଶାର କୋଣଅନୁକୋଣରୁ ବରୋଧ କରିବ| ନିଯୁକ୍ତି ଦୁର୍ନୀତିର ଚେର ତୃତୀୟ ମହଲା ପର୍ଯ୍ୟନ୍ତ ଲମ୍ବିଥିବା ବେଳେ କେବଳ ଜଣେ କିରାଣୀ କୁ ଧରି ବିରାଟ ଦୁର୍ନୀତିକୁ ଚାପି ଦେବାକୁ ବସିଛନ୍ତି ରାଜ୍ୟସରକାର | ଏହି ଘଟଣାରେ ସରକାର ଭିଜିଲାନ୍ସ ତଦନ୍ତ ପାଇଁ ସୁପାରିଶ କରିଥିବା ବେଳେ , ଭିଜିଲାନ୍ସ ସରକାରଙ୍କୁ ଘଣ୍ଟ ଘୋଡାଇବା ବୋଲି ଛାତ୍ର କଂଗ୍ରେସ ଅଭିଯୋଗ କରିଛି | ହାଇକୋର୍ଟ ତତ୍ୱାବଧାନରେ ଏକ କମିଟି କରି ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରାଗଲେ ବହୁ ସରକାରୀ ବଡ଼ପଣ୍ଡା ,ରାଜନେତା ଙ୍କ ସମେତ ବହୁ ପାୱାରଫୁଲ ଦୁର୍ନୀତି ଖୋର ଙ୍କ ମୁଖଖୋଲିବ ବୋଲି ଦାବି କରିଛି | ଯଦି ସରକାର ଦାବି ନ ଶୁଣନ୍ତି ଛାତ୍ର କଂଗ୍ରେସ ରାଜ୍ୟ ସଭାପତି ୟାସିର ନୱାଜ ଙ୍କ ନେତୃତ୍ୱରେ ଭୟଙ୍କର ଆନ୍ଦୋଳନର ସରକାର ସାମ୍ନା କରିବେ ବୋଲି ଶ୍ରୀ ମହାପାତ୍ର ମତ ରଖିଛନ୍ତି | ଏହି କାର୍ଯ୍ୟକ୍ରମରେ ସମ୍ବିତ ଶ୍ରୀଚନ୍ଦନ , ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉମେଶ ପାଢ଼ୀ ଅହମଦ ଅମୀର ,ଆସିବ ଖାନ , ୟାଶନ ,ଭଗବାନ ମିଶ୍ର , ମୁମତାଜ ଅଲ୍ଲୀ ,ଫରହାନ ଅଲ୍ଲୀ ପ୍ରମୁଖ ଯୋଗଦେଇଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like