-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ଜିଲ୍ଲା

ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନରେ ଚାକିରୀ ଘୋଟାଲା, ବିଜେପି ପକ୍ଷରୁ ଲୋଇସିଂହା ବ୍ଲକ ସମ୍ମୁଖରେ ବିକ୍ଷୋଭ

04-Aug-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ଆଜି ଲୋଇସିଂହା ବ୍ଲକ ସମ୍ମୁଖରେ ବିଜେପି ପକ୍ଷରୁ ରାଜ୍ଯ ସରକାରଙ୍କ ବିରୁଦ୍ଧରେ ଆନ୍ଦୋଳନ ଡାକରା ଦିଆଯାଇଛି l ଓଡିଶା ଷ୍ଟାଫ ସିଲେକ୍ସନ କମିଶନର ଚାକରି ବିକ୍ରି ପ୍ରତିବାଦରେ ରାଜ୍ୟ ଯୁବମୋର୍ଚ୍ଚା ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରାଜୁ ସାହୁଙ୍କ ନେତୃତ୍ୱରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଓଏସଏସସି ସିଲେକ୍ସନର ମେରିଟ ଲିଷ୍ଟରେ ମହା ଦୁର୍ନୀତି ହୋଇଛି, ମେଧାବୀ ଛାତ୍ରଛାତ୍ରୀ ଚାକରି ପାଇବା ବଦଳରେ କମ ମାର୍କ ଥିବା ଛାତ୍ରଛାତ୍ରୀଙ୍କ ଲିଷ୍ଟ ଆସିଛି ବୋଲି ବିଜେପି ଅଭିଯୋଗ କରିଛି l  ସିଲେକସନରେ ବ୍ୟାପକ ଅନିୟମିତତା ଓ ଅର୍ଥ କାରବାର ହୋଇଥିବା ଜଳ ଜଳ ଦିଶୁଛି ବୋଲି ବିଜେପି ଅଭିଯୋଗ କରିବା ସହ ଦୋଷୀ ବିରୁଦ୍ଧରେ କଡା ଆଭିମୁଖ୍ଯ ଗ୍ରହଣ କରିବା ପାଇଁ ଦାବି କରିଛି l ମେଧାବୀ ଛାତ୍ରଛାତ୍ରୀଙ୍କୁ  ଚାକିରୀ ପ୍ରଦାନରେ ପାତରଅନ୍ତର ନୀତିକୁ ନିନ୍ଦା କରିବା ସହିତ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଲୋଇସିଂହା ବ୍ଲକ ସମ୍ମୁଖରେ ଆନ୍ଦୋଳନ ତେଜିଛି l ଲୋଇସିଂହା, ପୁଇଁତଳା, ଆଗଲପୁର ୩ଟି ବ୍ଲକର ୫ଟି ଜୋନର ସଭାପତି, ମଣ୍ଡଳ ସଭାପତି ତଥା ସବୁ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ବିକ୍ଷୋଭ ପ୍ରଦର୍ଶନ ରେ ସାମିଲ ହୋଇଥିଲେ l ଏଥି ସହିତ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  କୁଶପୁତଳିକା ଦାହ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like