-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

   ଓଏସ୍‌ଏସସି ଓ ବେଦାନ୍ତ ଦୁର୍ନୀତିର ତଦନ୍ତ ଦାବୀରେ ଛାତ୍ର କଂଗ୍ରେସର ବିକ୍ଷୋଭ

04-Aug-2021



ବାଲାଙ୍ଗିର,(ପ୍ରେରଣା ଖବର) - ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନ ଓ ବେଦାନ୍ତ ଦୁର୍ନୀତି ର ଉଚ୍ଚସ୍ତରୀୟ ତଦନ୍ତ ଦାବୀରେ ଆଜି ଜିଲ୍ଲା ଛାତ୍ର କଂଗ୍ରେସ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି । ଜିଲ୍ଲା ଛାତ୍ର ସଭାପତି ଅଙ୍କିତ ସାହୁ, ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସଂପାଦକ ଶ୍ରୀନିବାସ ଖମାରୀ,ରାଜ୍ୟ ଛାତ୍ର କଂଗ୍ରେସ ସମ୍ପାଦକ ଅଜିତ ମହାନନ୍ଦ, ରାଜ୍ୟ ସୋସିଆଲ ମିଡିଆ ସଂଯୋଜକ ରୋସନ ମିଶ୍ର ନେତୃତ୍ୱରେ ଏକ ପ୍ରତିନିଧି ଦଳ ଉକ୍ତ ଘଟଣାର ତଦନ୍ତ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରିଛି ।   
 

ରାଜ୍ୟରେ ଦୁଇ ଦୁଇ ଟି ବଡ ଦୁର୍ନୀତି ସାମାନକୁ ଆସିଛି । କିନ୍ତୁ ରାଜ୍ୟ ସରକାର ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ନକରି ଘଟଣାକୁ ଘଣ୍ଟ ଘୋଡାଇବାକୁ ଉଦ୍ୟମ କରୁଛନ୍ତି । ଭୁନେଶ୍ୱରରେ ସଦ୍ୟ ଧରା ପଡିଥିବା ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ର ଚେର ବିଭିନ୍ନ ସ୍ତରକୁ ଲମ୍ବିଛି । କିନ୍ତୁ ରାଜ୍ୟ ସରକାର କେବଳ ତଳିଆ ସ୍ତରରେ ଏହାର ତଦନ୍ତ ସାରି ଦେବାକୁ ଉଦ୍ୟମ କରୁଥିବା ବେଳେ ଘଟଣାରେ ଜଡିତ ଅନ୍ୟାନ୍ୟ  ବ୍ୟକ୍ତି ବିଶେଷ ତଦନ୍ତ ପରିସରରୁ ଖସି ଯିବା ସମ୍ଭାବନା ରହୁଛି । ତେଣୁ ସରକାର ଏହି ଘଟଣାକୁ ଗୁରୁତର ସହିତ ନେଇ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ଘଟଣାରେ ସଂମ୍ପୃକ୍ତ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଆଇନ ର ପରିସର ଭୀତରକୁ ଆଣିବା ପାଇଁ ଛାତ୍ର କଂଗ୍ରେସ ଦାବୀ କରିଛି । ସେହିପରି  ସଦ୍ୟ ଭାଇରାଲ ହୋଇଥିବା ବେଦାନ୍ତ କମ୍ପାନୀ ଭିଟିଓରେ ଅନେକ ସରକାରୀ କର୍ମଚାରୀ କମ୍ପାନୀର ଦୁର୍ନୀତିିରେ ସମିଲ ଥିବା ସ୍ପଷ୍ଟ ହେଉଛି । ବେଦାନ୍ତ କମ୍ପାନୀ ଦେଶ ବାହାରେ ବଦନାମ ହେବା ପରେ ଭାରତର ସର୍ବୋଚ୍ଚ ନ୍ୟାୟଳୟ ମଧ୍ୟ ଏହି କମ୍ପାନୀକୁ ତୀବ୍ର ସମାଲୋଚନା କରିଥିଲେ । କିନ୍ତୁ ଓଡିଶା ସରକାର ଏହାକୁ କାହା ସ୍ୱାର୍ଥରେ ସମସ୍ତ ସୁବିଧା ସୁଯୋଗ ଯୋଗଉଛି ତାହା ଜଣା ପଡୁ ନାହିଁ । ତେବେ ସଦ୍ୟ ଭାଇରାଲ ଭିଡିଓର ଉଚ୍ଚସ୍ତରୀୟ ତଦନ୍ତ ହେଲେ ଉକ୍ତ କମ୍ପାନୀର ସମସ୍ତ କଳା କାରନାମା ସର୍ବ ସମ୍ମୁଖକୁ ଆସିବ ବୋଲି କଂଗ୍ରେସ କହିଛି । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ  ସୁଜିତ କୁମ୍ଭାର, ଶୁଭେନ୍ଦୁ ସାହୁ, ଟୁଲୁ ସେନ୍‌?, ଅଂଚଳ ପଣ୍ଡା,

ଅମିତ ବାଘ, ତୁଷାର କୁମ୍ଭାର, କୃଷ୍ଣମେହନ ସାହୁ, ବନମାଳୀ ସାହୁ, ଆର୍ତ୍ତ ଘିବେଲା, ରିମଲ କୁମ୍ଭୀର, ସରୋଜ ନାଗ, ସେମ ନାଗ, ଅଜିତ ଷଣ୍ଢ, ଶାନୁକ ନା. ଜି.ଶଙ୍କର ରାଓ, ରିତେଶ କୁମ୍ଭାର, ଆନନ୍ଦ ପ୍ରକାଶ ସୁନା, ସମୀର ସାଗର, ରବିଚନ୍ଦ୍ର ସାହୁ, ରାହୁଲ ନାଏକ, ଆଶୀର୍ବାଦ ଦୀପ, ଲୋପନ ମିଶ୍ର, ପ୍ରକାଶ ସାହୁ, ଅଶ୍ୱିନୀ ରାଉତ, ନାଶିର ଖାନ୍‌, ରାମ ସଂହ, ବୈଷ୍ଣବ ଭୋଇ, ବାବଲୁ ବେହେରା, ମନିଷ ମିଶ୍ର, ବୁଲୁ ଦାନୀ, ସନ୍ତକ ବହିଦାର, ସାନନ୍ଦ ମିଶ୍ର, ଅଜୟ ବାଲି, ଅସିତ କୁମାର ମିଶ୍ର, ଗଦାନ ବେହେରା, ବେଟୁନ ସ୍ୱାଇଁ, କିଶୋର ଦଣ୍ଡସେନା, ବ୍ରଜ କିଶୋର ସେଠି, ଜୁଲୁମ ପଟ୍ଟନାୟକ, ହିମାଂଶୁ ନାଏକ, ଅମନ ମିଶ୍ର, ପବିତ୍ର ନେପାକ, ସାଇନା ବେଗମ୍‌, ବବିତା ସାହ ପ୍ରମୂଖ ଉପସ୍ଥିତ ଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like