-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରୁ ଦେଶର ରାଜଧାନୀ ସହିତ ସିଧାସଳଖ ଟ୍ରେନ ଚଳାଚଳ

04-Aug-2021



ବଲାଙ୍ଗିର,(ପ୍ରେରଣା ଖବର)-ବଲାଙ୍ଗିର ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରୀ କମିଟି ବୈଠକ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ସ୍ଥାନୀୟ ଗାନ୍ଧୀ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ କୋଷାଧ୍ୟକ୍ଷ ଅଶୋକ ଚାନ୍ଦ ଆର୍ଥିକ ସ୍ଥିତିର ବିବରଣୀ ପ୍ରଦାନ କରିବା ପରେ ଡିଆରୟୁସିସି ସଭ୍ୟ ବିକ୍ରମାନନ୍ଦ ବହିଦାର ସମ୍ବଲପୁର ବୈଠକରେ ଉପସ୍ଥାପନ କରିଥିବା ବିଭିନ୍ନ ଦାବି ସଂପର୍କରେ ସୂଚନା ଦେଇଥିଲେ । ଦେଶର ରାଜଧାନୀ ସହିତ ବଲାଙ୍ଗିରରୁ ସିଧାସଖଳ ଟ୍ରେନ ଚଳାଚଳ ବ୍ୟବସ୍ଥା ପାଇଁ ସମତା ଏକ୍ସପ୍ରେସ ସପ୍ତାହରେ ଦୁଇ ଦିନ ବଲାଙ୍ଗିର-ବରଗଡ- ସମ୍ବଲପୁର ଦେଇ ଦିଲ୍ଲୀକୁ ଚାଲିବା, ଜମ୍ବୁତାବି ଏକ୍ସପ୍ରେସକୁ ଟିଟିଲାଗଡ ପର୍ଯ୍ୟନ୍ତ ସଂପ୍ରସାରଣ, ବିଛୁପାଲି ବଲାଙ୍ଗିର ଟ୍ରେନକୁ ସକାଳରେ ଭୁବନେଶ୍ୱର ପର୍ଯ୍ୟନ୍ତ ଚଳାଇବା ଅନ୍ତର୍ଭୁକ୍ତ । ଉପସ୍ଥିତ ସଭ୍ୟବୃନ୍ଦ କଣ୍ଟାବାଞ୍ଜି-ନବରଂଗପୁର ନୂତନ ରେଳପଥ ନିର୍ମାଣ ସହ ଆସନ୍ତା ୨୦୨୨ ସୁଦ୍ଧା ବଲାଙ୍ଗିର-ସୋନପୁର ରେଳ ଚଳାଚଳ ନେଇ ଆଶାବ୍ୟକ୍ତ କରିଥିଲେ । ସହ-ସଂପାଦକ ପ୍ରଭାକର ମିଶ୍ର, ସଭ୍ୟ ବୃନ୍ଦାବନ ବରାଳ, ପ୍ରଶନ୍ନ କୁମାର ମିଶ୍ର, ଦ୍ୱାରିକା ପଣ୍ଡା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଉପ-ସଭାପତି ପର୍ଶୁରାମ ନାୟକ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like