-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ପ୍ରଶାସନ ର ମିଳିତ ଚଢ଼ାଉ, ମାଟିରେ ମିଶିଲା କ୍ରସର, ପଥର ମାଫିଆ ଫେରାର |

05-Aug-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)
ପ୍ରକୃତି କୁ ବେଆଇନ ଭାବେ ନଷ୍ଟ କରିବା ସହିତ ଧରିତ୍ରୀ ମାତା ର ସବୁଜ ଶାଢ଼ୀ କୁହାଯାଉଥିବା ଜଙ୍ଗଲ କୁ ନଷ୍ଟ କରିବା ପଥର ତଥା କାଠ ମାଫିଆଙ୍କ ପ୍ରୟାସ କୁ ନୟାଗଡ଼ ବନଖଣ୍ଡ ଅଧିକାରୀ ଯୋଜନାଭିତ୍ତିକ ଭାବେ ପଣ୍ଡ କରିବାର କାର୍ଯ୍ୟ ଜାରି ରଖିଛନ୍ତି | ପ୍ରତ୍ୟେକ ଦିନ ବିଭିନ୍ନ ଜାଗାରେ ଅତର୍କିତ ଚଢ଼ାଉଜାରି ରହିଥିବା ବେଳେ ଅନେକ ମାଫିଆ ମାନଂକୁ ଗିରଫ କରି ବେଶ ଚର୍ଚ୍ଚିତ ଡିଏଫଓ ଧନରାଜ | ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଗୋଡିପଡ଼ା ଆର.ଆଇ ସର୍କଲ ଅନ୍ତର୍ଗତ ପଙ୍କାଳବାଡ଼ି ଜଙ୍ଗଲ ଭିତରେ ଦୀର୍ଘଦିନ ଧରି ରାଜ କରୁଥିଲେ ଖୋର୍ଦ୍ଧା ଅଞ୍ଚଳର ପ୍ରଫୁଲ ନାୟକ । ବେଆଇନ କ୍ରସର ନିର୍ମାଣ କରି ନିକଟସ୍ଥ ଭାଲୁ ମୁଣ୍ଡିଆ ପାହାଡ଼ରୁ ଚୋରା ଭାବରେ ପଥର କାଟି କରୁଥିଲା ବ୍ୟବସାୟ । ଆଜି ନୟାଗଡ଼ ପ୍ରଶାସନ ପକ୍ଷରୁ ବନ ବିଭାଗ, ରାଜସ୍ୱ ବିଭାଗ ଓ ପୁଲିସ ପ୍ରଶାସନ ପକ୍ଷରୁ ମିଳିତ ଭାବେ ଚଢ଼ଉ କରାଯାଇ ବେଆଇନ କ୍ରସରକୁ ଭଙ୍ଗା ଯାଇଛି । ନୟାଗଡ଼ ଡି.ଏଫ.ଓ ଧନରାଜ ଏଚ.ଡି, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଓଡଗାଁ ତହସିଲଦାର ବିଜୟିତା ସାମନ୍ତ ସିଂହାର ସରଣକୁଳ ରେଞ୍ଜ ଅଫିସର ଅର୍ଚ୍ଚନା ଗମାଙ୍ଗୋ ପ୍ରମୁଖ ଉପସ୍ଥିତ ରହି ଉକ୍ତ ବେଆଇନ କ୍ରସରକୁ ଭାଙ୍ଗିଦେଇଛନ୍ତି । ଦିର୍ଘଦିନ ଧରି ପଥର ମାଫିଆ ପ୍ରଫୁଲ୍ଲ ଜଙ୍ଗଲ ଦସ୍ୟୁ ସାଜି ପ୍ରକୃତିର ସୌନ୍ଦର୍ଯ୍ୟ ହାନି ସହିତ ରାଜସ୍ବ ଲୁଟ କରି ଚାଲିଥିବା ବେଳେ ଚଢ଼ାଉ ଖବର ପାଇ ଏବେ  ଫେରାର ହୋଇଛି । ନିକଟଭବିଷ୍ୟତ ରେ ତାକୁ ଗିରଫ କରାଯିବା ପାଇଁ ପ୍ରସ୍ତୁତି ଜାରି ରହିଥିବା ଡିଏଫଓ ସୂଚନା ଦେଇଛନ୍ତି |ଏହି ଚଢ଼ଉରେ କୋମଣ୍ଡର ଆର.ଆଇ ସୁଧୀର କୁମାର ପରିଡ଼ା, ଗୋଡ଼ିପଡ଼ା ଆର.ଆଇ ଅମୁଲ୍ୟ କୁମାର ସାହୁ ଓ ସରଣକୁଳ ପୁଲିସ ଉପସ୍ଥିତ ରହି ଚଢ଼ଉ କାର୍ଯ୍ୟ ଜାରି ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like