-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ମହିଳା ଗୋଷ୍ଠୀ କେନ୍ଦ୍ର ନିର୍ମାଣ କୁ ବିରୋଧ କଲେ ଗ୍ରାମବାସୀ |

05-Aug-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା)
ସରକାର ଗ୍ରାମାଞ୍ଚଳ ର ବିକାଶ ପାଇଁ ବିଭିନ୍ନ ଯୋଜନା ରେ କୋଟିକୋଟି ଟଙ୍କା ବ୍ୟୟ କରୁଥିବା ବେଳେ ବିଭିନ୍ନ ସ୍ଥାନ ରେ ଏହା ସଠିକ ଭାବେ ଉପଯୋଗ ହେଉନଥିବା ଦୃଷ୍ଟି ଗୋଚର ହେଉଛି | ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ ଅଧିନସ୍ଥ କୁମ୍ଭାରପଡ଼ା ଗ୍ରାମ ପଞ୍ଚାୟତ ରେ ଏକ ମହିଳା ଗୋଷ୍ଠିକେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଗ୍ରାମବାସୀ ତୀବ୍ର ବିରୋଧ କରି କାର୍ଯ୍ୟ ବନ୍ଦ କରିଛନ୍ତି | 
ସୂଚନାଥାଉକି ଖଣ୍ଡପଡା ମଣ୍ଡଳ ଉନ୍ନୟନ ଅଧିକାରିଣୀ ନିକଟ ଅତୀତରେ ଉକ୍ତ ପଞ୍ଚାୟତ କୁ ଯାଇ ଜାଗା ଚି଼ହ୍ନଟ କରିବା ପରେ କାର୍ଯ୍ୟ ଆରମ୍ଭ କରିଥିଲେ ଠିକାଦାର | ଗ୍ରାମ ବାସୀ ଙ୍କ ଦାବୀ ମହିଳା ଗୋଷ୍ଠିକେନ୍ଦ୍ର ପାଇଁ ସରକାରୀ ଜାଗା ସଂରକ୍ଷିତ ଥିବା ବେଳେ ନବ ନିଯୁକ୍ତ ବିଡିଓ ମହୋଦୟା କିପରି ଭାବେ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ରେ ଉପର ମହଲା ଗୃହ ନିର୍ମାଣ କରି ମହିଳା ଗୋଷ୍ଠିକେନ୍ଦ୍ର କରାଯିବାର ନିଷ୍ପତି ନେଲେ |

ଏହା ପଛରେ କାହାର ସ୍ୱାର୍ଥ ଅଛି ବୋଲି ଅଭିଯୋଗ ପତ୍ରରେ ପ୍ରଶ୍ନ କରିଛନ୍ତି ଗ୍ରାମବାସୀ | ସାମାଜିକ କର୍ମୀ ଶତୀକାନ୍ତ ସାହୁ ଙ୍କ ନେତୃତ୍ୱରେ ଅନେକ ଗ୍ରାମବାସୀ ଉକ୍ତ ଉନ୍ନୟନ ମୂଳକ କାର୍ଯ୍ୟ କୁ ସଠିକ ଭାବେ କରାଯିବା ପାଇଁ ଏକ ଦରଖାସ୍ତ କରିଛନ୍ତି ବିଡିଓ ମହୋଦୟା ଙ୍କୁ ଏପରିକି ଉକ୍ତ ଦରଖାସ୍ତ ର ଏକକିତା ନକଲ ଜିଲ୍ଲାପରିଷଦ ଚେୟାରମ୍ୟାନ ତଥା ଜିଲ୍ଲାପାଳ ଙ୍କୁ ମଧ୍ୟ ପ୍ରଦାନ କରିଛନ୍ତି | ତେବେ ପ୍ରଶାସନ ଏହାର କିପରି ସୁସମାଧାନ କରୁଛି ତାକୁ ଅପେକ୍ଷା କରିଛନ୍ତି ଗ୍ରାମବାସୀ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like