-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଏନ୍ ଏଚ୍ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଙ୍କ ସହ ଆଲୋଚନା କଲା ବଲାଙ୍ଗିର ଏକ୍ସନ କମିଟି, ବାଇ ପାସ୍ ରାସ୍ତା ନିର୍ମାଣ କାମ ତ୍ୱରାନ୍ୱିତ କରିବା ଦିଗରେ ଯନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ

05-Aug-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) :  ଆଜି ଦିନ ୧୧ ଟା ସମୟ ରେ ବଲାଙ୍ଗିର ଏକ୍ସନ କମିଟି ର ଆବାହକ  ଗୋପାଲଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ କମିଟିର ଏକ ପ୍ରତିନିଧି ମଣ୍ଡଳ ବଲାଙ୍ଗୀର ଏନ୍ ଏଚ୍ ଡିଭିଜନ ର ନିର୍ବାହୀ ଯନ୍ତ୍ରୀ ହେମନ୍ତ କୁମାର ନାୟକଙ୍କୁ ସାକ୍ଷାତ କରି ବଲାଙ୍ଗିର ବାଇପାସ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ।

   ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୦୫ ମସିହାରୁ ବଲାଙ୍ଗୀର ରେ ବାଇପାସ ପାଇଁ ସରକାରୀ ସ୍ବୀକୃତି ମିଳିବା ସତ୍ୱେ ଆଜି ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହେଇ ପାରିନାହିଁ। ବାଇପାସ ନଥିବାରୁ ସହର ଭିତରେ ଭାରି ଯାନବାହନ ଚାଲିବା ଯୋଗୁ ଅତୀତରେ ବହୁ ବ୍ୟକ୍ତିଙ୍କ ଜୀବନ ଦୀପ ଗାଡି ଚକା ତଳେ ଲିଭି ଯାଇଛି।ବଲାଙ୍ଗିର ଏକ୍ସନ କମିଟି ୨୦୧୪ ମସିହାରୁ ବାଇପାସକୁ "ବଲାଙ୍ଗିର ର ସୁରକ୍ଷା ଚକ୍ର"ନାମରେ ନାମିତ କରି ,ବାଇପାସ ର ତୁରନ୍ତ ନିର୍ମାଣ ପାଇଁ ଅନବରତ ପ୍ରୟାସ କରିଆସୁଛି।ଏହି ସନ୍ଦର୍ଭ ରେ ଅଭିନବ ଢଙ୍ଗ ରେ "ଫାଇଟ ଏଟ୍ ନାଇଟ "ପରି ଆନ୍ଦୋଳନ,ଭାରି ଯାନ ରାତି ୧୨ ଟା ପର୍ଯ୍ୟନ୍ତ ସହରରେ ପ୍ରବେଶ ନିଷେଧ ତଥା ବାଇପାସ ପାଇଁ ତତ୍କାଳୀନ ପେଟ୍ରୋଲିୟମ ମନ୍ତ୍ରୀ ମାନନୀୟ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ  ବଲାଙ୍ଗୀର ସାଂସଦ  ଶ୍ରୀମତୀ ସଂଗୀତା ସିଂହଦେଓ ଏବଂ ପୂର୍ବତନ ବିଧାୟକ କନକବର୍ଦ୍ଧନ ସିଂହଦେଓ ଙ୍କ ଉପସ୍ଥିତିରେ ଜାତୀୟ ରାଜପଥ ର ବରିଷ୍ଠ ପଦାଧିକାରୀଙ୍କ ସହ ଆଲୋଚନା ଆଦି ଅନ୍ୟତମ।

       ଆଜିର ଆଲୋଚନାରେ ନିର୍ବାହୀ ଯନ୍ତ୍ରୀଙ୍କୁ କମିଟି ପକ୍ଷରୁ ବାଇପାସ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବିସ୍ତୃତ ପ୍ରଶ୍ନ ପଚରା ଯାଇଥିଲା ନିର୍ବାହୀ ଅଧିକାରୀ ତାଙ୍କର ପ୍ରତି ଉତ୍ତରରେ  ସୂଚନା ଦେଇଥିଲେ ଏହା ତାଙ୍କ ସୂଚନା ଅନୁସାରେ ଜମି ଅଧିଗ୍ରହଣ କାର୍ଯ୍ୟ ୮୨ ପ୍ରତିଶତ ସମ୍ପୂର୍ଣ୍ଣ ହେଇ ସାରିଛି ଖୁବ ଶୀଘ୍ର ବାକି ଥିବା କାର୍ଯ୍ୟ ସମାପନ କରି ବାଇପାସ ତିଆରି ପାଇଁ Tender ଆସନ୍ତା ତିନି ମାସ ପରେ କରାଯିବ।ଏହା ସହିତ ଆସନ୍ତା ୩ ବର୍ଷ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ଲକ୍ଷ୍ୟ ରଖାଯାଇଛି ବୋଲି ଉଲ୍ଲେଖ କରିଥିଲେ । କମିଟି ପକ୍ଷରୁ ଯଥାସମ୍ଭବ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଶ୍ରୀଯୁକ୍ତ ନାୟକଙ୍କୁ ଅନୁରୋଧ କରାଯାଇଥିଲା ଏବଂ ଆଗାମୀ ଦିନରେ ସଠିକ ସମୟରେ କାର୍ଯ୍ୟ ସମ୍ପନ୍ନ କରା ନ ଗଲେ ଆନ୍ଦୋଳନ କରିବାକୁ ବାଧ୍ୟ ହେବୁ ବୋଲି ସୁଚିତ କରିଦିଆଗଲା ।
       ଏହି ପ୍ରତିନିଧି ମଣ୍ଡଳ ରେ କମିଟି ର ଉପଦେଷ୍ଟା ଇଂ ମଗନଲାଲ ଅଗ୍ରୱାଲ, ଉପସଭାପତି ମୁନା ପଟ୍ଟନାୟକ, ଯୁବ ସଭାପତି ବିନୋଦ କାଲସାଏ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like