-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଆଧ୍ୟାତ୍ମିକ ପତ୍ରିକା ଯୋଗମାୟାର ଭର୍ଚୁଆଲ୍ ମୋଡ଼ରେ ସତସଙ୍ଗ କାର୍ଯ୍ୟକ୍ରମ ସହ "ଯୋଗମାୟା ବିବାହ ବନ୍ଧନ ଉତ୍ସବ" ପାଳିତ

05-Aug-2021



କଟକ(ସୁଶାନ୍ତ କୁମାର ଖଟୁଆ) : ଆଧ୍ୟାତ୍ମିକ ପତ୍ରିକାର ଯୋଗମାୟା ପକ୍ଷରୁ ସତସଙ୍ଗ କାର୍ଯ୍ୟକ୍ରମ ଭର୍ଚୁଆଲ୍ ମୋଡ଼ରେ ସଞ୍ଚାଳିକା ରାଜଶ୍ରୀ ହୋତାଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇ  ରାଜଶ୍ରୀ ହୋତାଙ୍କ ଭଜନ,ବିଭୁଦତ୍ତ ମିଶ୍ର ବେଦପାଠ,ସୌମ୍ୟା ଭଟ୍ଟମିଶ୍ରଙ୍କ ଶ୍ଳୋକ,ଆଞ୍ଚଲ ମିଶ୍ରଙ୍କ ଭଜନ, ପ୍ରତୀକ୍ଷା ମହାପାତ୍ରଙ୍କ ନୃତ୍ୟ,ଇନ୍ଦିରା ମହାନ୍ତି ଓ ହିନ୍ଦୁଜା ମହାନ୍ତିଙ୍କ ଭଜନ ଆଦି ପରିବେଷଣ କରାଯାଇଥିଲା ।ପ୍ରଶାସକ ଦାଶରଥୀ ଶତପଥୀ ତାଙ୍କର  ଜଗନ୍ନାଥଙ୍କ ଅନୁଭୂତି ପ୍ରକାଶ ସହ ବିଭୂତି ମିଶ୍ରଙ୍କ ମଙ୍ଗଳା ବେଦପାଠ ଓ ପାର୍ଥସାରଥୀ  ଜଣାଣ ଗାଇଥିଲେ । 
ଯୋଗମାୟା ପତ୍ରିକାର "ଯୋଗମାୟା ବିବାହ ବନ୍ଧନ ଉତ୍ସବ"ରେ ଶଙ୍ଖ,ହୁଳହୁଳି ଓ ଶ୍ରଦ୍ଧାଞ୍ଜଳି ମିଶ୍ରଙ୍କ ମଙ୍ଗଳା ସ୍ତୁତି କରାଯାଇଥିଲା । ମୁଖ୍ୟ ଉପଦେଷ୍ଟା ଆଶାରାଣୀ ରଥ ଏହାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ଉପରେ ଆଲୋକପାତ କରିଥିଲେ । ଏହି ବିବାହ ବନ୍ଧନର ଦାୟିତ୍ବ ଶ୍ରୀ ବିଶ୍ଵଜିତ ନାୟକ, ସଂଯୁକ୍ତା ନାୟକ,ଗୀତାରାଣୀ ମିଶ୍ର ଓ ସସ୍ମିତା ମିଶ୍ର ନିର୍ବାହ କରିବାକୁ ସ୍ଥିରୀକୃତ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ଯୋଗମାୟା ପତ୍ରିକାର ସମ୍ପାଦିକା ଲିପ୍ସା ମହାପାତ୍ର,ସଭାପତି ଡଃ ଦିଲ୍ଲୀପ ନାରାୟଣ ମହାପାତ୍ର, ସଂଯୋଜକ ଡଃ ଅରୁଣ କୁମାର ପ୍ରହରାଜ,ନୀଳାଚଳ ବାନାର୍ଜୀ,ଗୁରୁ ଚରଣ ଓଝା,ସୁଚେତା ମହାନ୍ତି,ଜନ ସଂପର୍କ ଅଧିକାରୀ ରାକେଶ ପ୍ରଧାନ,ମହ୍ଲ୍ଲାର ମିଶ୍ର,ସ୍ଵର୍ଣ୍ଣ ଲତା ତ୍ରିପାଠୀ,ସର୍ବା ସାମନ୍ତ ପ୍ରମୁଖ ଅନୁଷ୍ଠାନର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like