-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଖୋର୍ଦ୍ଧା –ବଲାଙ୍ଗୀର ରେଳ ପଥ ପୁଣି ଅବହେଳାର ଶୀକାର - ନିର୍ମାଣ କାର୍ଯ୍ୟ ପାଇଁ କେନ୍ଦ୍ର-ରାଜ୍ୟ ବୁଝାମଣା ପତ୍ରର ନବୀକରଣ କେବେ?-  ହେମନ୍ତ ପଣ୍ଡା

05-Aug-2021



ଇଲାଙ୍ଗୀର(ପ୍ରେରଣା ଖବର) - ଓଡିଶାରୁ ନିର୍ବାଚିତ ହୋଇଥିବା ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ମବ ରେଳ ମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କଲା ପରେ ରେଳ ବିକାଶ କ୍ଷେତ୍ରରେ ଅବହେଳିତ ଓଡିଶାକୁ ନ୍ୟାୟ ମିଳିବ ବୋଲି ରାଜ୍ୟବାସୀ ଆଶାବାଦୀ ଥିବା ବେଳେ ନିର୍ମାଣାଧିନ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ପୂଣି ଅବହେଳାର ଶୀକାର ହୋଇଛି ବୋଲି ବଲାଙ୍ଗୀରର ବିଶିଷ୍ଟ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଅଭିଯୋଗ କରିଛନ୍ତି । ଅର୍ଦ୍ଧରାତ୍ରୀ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ବିଭାଗୀୟ କାର୍ଯ୍ୟ କରିବେ ବୋଲି ଘୋଷଣା ପରେ ଦେଶ ବ୍ୟାପୀ ପ୍ରସଂଶାର ସୁଅ ଛୁଟିଥିଲା । କିନ୍ତୁ ରାଜ୍ୟର ନିର୍ମାଣାଧିନ ବିଳମ୍ବିତ ରେଳ ପ୍ରକଳ୍ପ ଖୋର୍ଦ୍ଧା-ବଲାଙ୍ଗୀର ପ୍ରକଳ୍ପର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ । ଏହି ବିଳମ୍ବିତ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଗତ ୨୦୧୫ ମସିହା ଜୁଲାଇ ୨୦ ତାରିଖ ଦିନ  ରେଳ ବିଭାଗ ଓ ରାଜ୍ୟ ସରକାର ମିଳିତ ଭାବେ ଆଗେଇ ଆସି ଏକ ବୁଝାମଣା ପତ୍ର ସ୍ୱାକ୍ଷର କରିଥିଲେ । ବୁଝାମଣା ପତ୍ର ସ୍ୱାକ୍ଷରିତ ହେଲା ଦିନ ରାଜ୍ୟ ଓ ଜାତୀୟ ସ୍ତରର ସମସ୍ତ ଗଣମାଧ୍ୟମରେ ବଡ ବଡ ବିଜ୍ଞାପନ ର୍ପକାଶ ପାଇଥିଲା । ଦେଶରେ ପ୍ରଥମ କରି ଏକ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବା ପାଇଁ ଏହିଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଥିଲା ।  ଏହି ବୁଝାମଣା ପତ୍ରରେ ଦଶପଲ୍ଲା ଠାରୁ ବଲାଙ୍ଗୀର ପର୍ଯ୍ୟନ୍ତ ତଥା ୧୧୨ କିମି ରୁ ୨୮୯ କିମି ପର୍ଯ୍ୟନ୍ତ ରେଳପଥ ନିର୍ମାଣ କାର୍ଯ୍ୟ ପାଇଁ ସମୂଦାୟ ଅର୍ଥ ଖର୍ଚ୍ଚର ୫୦-୫୦ ଅନୁପାତ ଲେଖାଏଁ ରେଳ ବିଭାଗ ଓ ରାଜ୍ୟ  ସରକାର ବହନ କରିବା ପାଇଁ ଚୁକ୍ତି ବଦ୍ଧ ହୋଇଥିଲେ । ରେଳ ପ୍ରକଳ୍ପକୁ ୬ ବର୍ଷରେ ତଥା ୨୦୨୧ ମସିହା ଜୁନ ମାସରେ କାର୍ଯ୍ୟକ୍ଷମ କରିବା କଥା ଉଲ୍ଲେଖ ରହିବା ସଙ୍ଗେ ଜମି ଅଧିଗ୍ରହଣ କାର୍ଯ୍ୟକୁ ଅଢେଇ ବର୍ଷ ମଧ୍ୟରେ ରାଜ୍ୟ ସରକାର ଶେଷ କରି  ମାଗଣାରେ ରେଳ ବିଭାଗକୁ ଯୋଗାଇ ଦେବା କଥା ମଧ୍ୟ ଉଲ୍ଲେଖ ରହିଥିଲା । ଏହି ରାଜିନାମାର ସମୟସୀମା  ଗତ ଜୁଲାଇ ମାସରେ ଶେଷ ହୋଇଛି । ରାଜିନାମାର ୬ ବର୍ଷ ସମୟ ଶେଷ ହୋଇଥିଲେ ମଧ୍ୟ ରାଜିନାମାକୁ ନବୀକରଣ କରାଯିବା ନେଇ ରାଜ୍ୟ ଓ ରେଳ ବିଭାଗ ବର୍ତ୍ତମାନ ପର୍ଯ୍ୟନ୍ତ ଘୋଷଣା କରି ନାହାନ୍ତି । ଫଳରେ ରେଳ ପଥ ନିର୍ମାଣକୁ ନେଇ ହେବାକୁ ଥିବା ଆନୁପାତିକ ଆର୍ଥ ଖର୍ଚ୍ଚକୁ ନେଇ ସନ୍ଦେହ ଦେଖାଯାଇଛି ବୋଲି ପଣ୍ଡା କହିଛନ୍ତି । ଏହି ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିଜର ଅସନ୍ତୋଷ ପ୍ରକାଶ କରି ନିର୍ମାଣ କାର୍ଯ୍ୟର ବିଳମ୍ବ ଇତିହାସ ବହିରେ ସ୍ଥାନ ପାଇବ ବୋଲି କହିଥିଲେ । କିନ୍ତୁ ବର୍ତ୍ତମାନ ରାଜ୍ୟ ଓ କେନ୍ଦ୍ର ରେଳ ବିଭାଗ ପ୍ରକଳ୍ପର ରାଜିନାମା ସମୟ ଅବଧି ଶେଷ ହେବା ପୂର୍ବରୁ  ଏହାର ନବୀକରଣ ନକରିବା ଦ୍ୱାରା ଅବହେଳିତ ପ୍ରକଳ୍ପର ଇତିହାସରେ ଆଉ ଏକ ଅବହେଳାର ଫର୍ଦ୍ଦ ଯୋଡିଛନ୍ତି ବୋଲି ସୂଚନା କର୍ମୀ ପଣ୍ଡା କହିଛନ୍ତି । ଅତି ଶୀଘ୍ର ରାଜିନାମା ସଂକ୍ରାନ୍ତରେ ରାଜ୍ୟ ଓ ରେଳ ବିଭାଗ ସ୍ପଷ୍ଟ କରିବା ପାଇଁ ପଣ୍ଡା ଦାବୀ କରିଛନ୍ତି । 


 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like