-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||     

HOME   ଜିଲ୍ଲା

ନିମନା ନଦୀ ଘାଟରୁ  ଉଦ୍ଧାର ଶବର ଚିହ୍ନଟ, ଆସିଲେନି ପରିବାର, ପୁଲିସ ଉପସ୍ଥିତିରେ ପୋତା ଗଲା ଶବ

05-Aug-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ନିମନା ଆମ୍ବପାଲ ନଦୀ ଘାଟରୁ ଗତ ୧ତାରିଖ ଦିନ ଉଦ୍ଧାର ହୋଇଥିବା ଗଳିତ ଶବ ଚିହ୍ନଟ ହୋଇଛି । ମୃତକ ଜଣକ ବରଗଡର ସୁମିତ କୁମାର ସୁଆର ବୋଲି ଜଣାପଡିଛି । ତେବେ  ପୁଲିସ ଠାରୁ ମୃତ୍ୟୂ ଖବର ପାଇଥିଲେ ମଧ୍ୟ କେହି ନଆସିବାରୁ ଆଜି ସୋନପୁର ନଦୀ କୂଳରେ ପୁଲିସ ଉପସ୍ଥିତିରେ ଶବକୁ ପୋତି ଦିଆଯାଇଛି ।  ପ୍ରକାଶ ଯେ ଘଟଣା ସ୍ଥଲରୁ ମୃତକଙ୍କ ପ୍ୟାଂଟରୁ ମୋବାଇଲ ମିଲିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା । ମୋବାଇଲ ନମ୍ବର ଯାଂଚ କଲାପରେ ବରଗଡର ସୁମିତ ବୋଲି ଜଣାପଡିବା ପରେ ପୁଲିସ ତାଙ୍କ ଘର ବରଗଡରେ ପହଂଚି ବୃଦ୍ଧା ମାଁ ଙ୍କୁ ଘଟଣା ବିଷୟରେ ଜଣାଇଥିଲା । ହେଲେ ତାଙ୍କ ମାଁ ସହ ଝଗଡା କରି ମୃତକ ଚାଲିଯାଇଥିବା ପୁଲିସକୁ ସୂଚନା ଦେଇଥିଲେ । ପରେ ଶବ ସତ୍କାର ପାଇଁ ପୁଲିସ କହିବା ପରେ ମୃତକଙ୍କ ମାଁ ରୋକଠୋକ ମନା କରିଦେଇଥିଲେ । ଫଳରେ ଆଜି ପୁଲିସ  ଉପସ୍ଥିତିରେ ସୋନପୁର ନଦୀ କୂଲରେ ଶବକୁ ପୋତି ଦିଆଯାଇଥିଲା । ସୁମିତଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026

You Might Also Like