-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବୋର୍ଡ ପରୀକ୍ଷାରେ ୪ ଛାତ୍ର ଏ-1 ରେ ଉତ୍ତୀର୍ଣ୍ଣ

06-Aug-2021



ଜଗତସିଂହପୁର(ନୃସିଂହ ବାରିକ) -କୁଜଙ୍ଗ ବ୍ଲକର ପଙ୍କପାଳଠାରେ ଥିବା ଶ୍ରୀ ଶ୍ରୀ ସତ୍ୟସାଇ ଜ୍ଞାନ ବିକାଶ ସ୍କୁଲର ଜଣେ ଛାତ୍ରୀ ଓ ତିନି ଜଣ ଛାତ୍ର ସର୍ବ ଭାରତୀୟ କେନ୍ଦ୍ରୀୟ ବୋର୍ଡ ପରୀକ୍ଷାରେ ଏ-1ରେ ଉତ୍ତୀର୍ଣ୍ଣ  ହୋଇଛନ୍ତି । ଏଥିପାଇଁ ସ୍କୁଲର ଅଧ୍ୟକ୍ଷ,ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ ଓ ଅଭିଭାବକଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି । ଆଜି ପୂର୍ବାହ୍ନ ୧୦ଟା ରେ ସ୍କୁଲ ପ୍ରାର୍ଥନା ଗୃହରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ,ଅଭିଭାବକ ସମବେତ ହୋଇ ସତ୍ୟ  ସାଇବାବାଙ୍କ ନିକଟରେ ପ୍ରାର୍ଥନା କରି ସିବିଏସଇ ଉତ୍ତୀର୍ଣ୍ଣ ଛାତ୍ରୀ ଛାତ୍ରଙ୍କର ଉଜ୍ବଳ ଭବିଷ୍ୟତ କାମନା କରିଥିଲେ । କେନ୍ଦ୍ରୀୟ ବୋର୍ଡ ପରୀକ୍ଷାରେ ଛାତ୍ର ଅଂଶୁମାନ ଘଡେଇ ଶତକଡା ୯୨.୬,ଶୁଭ୍ରା ପ୍ରିୟଦର୍ଶିନୀ ଦାସ ଶତକଡା ୯୨.୨,ଆଦର୍ଶ  ବରାଳ ଶତକଡା ୯୨.୦,ଅଂଶୁମାନ ସାହୁ ଶତକଡା ୯୧.୦୮ ରଖି ଏ-1 ରେ ଉତ୍ତୀର୍ଣ୍ଣ ହୋଇ ସ୍କୁଲ ପାଇଁ ସୁନାମ ଆଣିଥିବାରୁ ସ୍କୁଲ କମିଟିର ସଭାପତି ଇଂ ଗଗନ ବିହାରୀ ପୃଷ୍ଠି ,ପ୍ରଧାନ ଶିକ୍ଷକ ଡକ୍ଟର ଅଭୟ କୁମାର  ସାହୁ,ପରିଚାଳନା କମିଟିର ସଭ୍ୟା ଶ୍ରୀମତି ସ୍ନେହମୟୀ ଆଚାର୍ଯ୍ୟ,ସବିତା ମହାପାତ୍ର,ଆଳ୍ପନା ସାମଲ,ମମତା କଣ୍ଠ,ଉତ୍ତମ ଦାସ ଆଦି ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଖୁସି ବ୍ୟକ୍ତ କରିଥିଲେ । ସିବିଏସଇ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଶିକ୍ଷା ବର୍ଷରେ ଆହୁରି ଭଲକରିବାକୁ ଆଶୀର୍ବାଦ ସହ ପରାମର୍ଶ ଦେଇଥିଲେ । କୃତି ଛାତ୍ରୀ ଶୁଭ୍ରା ପ୍ରିୟ ଦର୍ଶନୀ ଭବିଷ୍ୟତରେ ଜଣେ ଡାକ୍ତର ହୋଇ ରୋଗୀମାନଙ୍କ ସେବା କରିବେବୋଲି ସାକ୍ଷାତକାରରେ କହିଥିଲେ । ସେହିପରି ଛାତ୍ର ଅଂଶୁମାନ ଘଡେଇ ଭବିଷ୍ୟତରେ ଜଣେ ଇଞ୍ଜିନିୟର ହେବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସିବିଏସଇ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ  ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସ୍କୁଲ ତରଫରୁ ପୁରସ୍କୃତ କରାଯିବବୋଲି ପରିଚାଳନା କମିଟିର ସଭ୍ୟା ଶ୍ରୀମତି ସ୍ନେହମୟୀ ଆଚାର୍ଯ୍ୟ  ବୋଲି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like