-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

_*୧୫୪୭ ନୂଆ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୮୮ହଜାର ୬୪୬କୁ ବୃଦ୍ଧି

30-Oct-2020



ଭୁବନେଶ୍ବର: ଆଜି ରାଜ୍ୟରେ ୧୫୪୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୮୯୧ ଓ ସ୍ଥାନୀୟ ଅଞ୍ଚଳରୁ ୬୫୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୮୮ହଜାର ୬୪୬କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଆଜି କେତେଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳ କଟକ ଜିଲ୍ଲାରୁ ୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ନୟାଗଡ଼ ଜିଲ୍ଲାରୁ ୩୪, ଗଞ୍ଜାମ ଜିଲ୍ଲାରୁ୨୪, ବଲାଙ୍ଗୀର ଜିଲ୍ଲାରୁ ୭୯, ବାଲେଶ୍ବର ଜିଲ୍ଲାରୁ ୭୯, କୋରାପୁଟ ଜିଲ୍ଲାରୁ ୩୭, ଭଦ୍ରକରୁ ୪୩, ରାୟଗଡ଼ା ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୫୯, ସୁନ୍ଦରଗଡ଼ ଜିଲ୍ଲାରୁ ୫୮, ଜଗତସିଂହପୁର ଜିଲ୍ଲାରୁ ୮୯, ସମ୍ବଲପୁର ଜିଲ୍ଲାରୁ ୨୩, କଳାହାଣ୍ଡି ଜିଲ୍ଲାରୁ ୩୭, ଯାଜପୁର ଜିଲ୍ଲାରୁ ୭୦, କନ୍ଧମାଳ ଜିଲ୍ଲାରୁ ୨୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧, ମାଲକାନଗିରି ଜିଲ୍ଲାରୁ ୧୭, ଗଜପତି ଜିଲ୍ଲାରୁ ୮, ମୟୂରଭଞ୍ଜ ଜିଲ୍ଲାରୁ ୮୮ , ଝାରସୁଗୁଡ଼ା ଜିଲ୍ଲାରୁ ୩୭, ଢେଙ୍କାନାଳ ଜିଲ୍ଲାରୁ ୪୦, ନବରଙ୍ଗପୁର ଜିଲ୍ଲାରୁ ୩୦, କେନ୍ଦୁଝର ଜିଲ୍ଲାରୁ ୭୧, ସୁବର୍ଣ୍ଣପୁର ଜିଲ୍ଲାରୁ ୨୨, ଅନୁଗୁଳ ଜିଲ୍ଲାରୁ ୯୫, ବରଗଡ଼ ଜିଲ୍ଲାରୁ ୩୫, ନୂଆପଡ଼ା ଜିଲ୍ଲାରୁ ୫୯, ଦେବଗଡ଼ରୁ ୧୭ ଓ ବୌଦ୍ଧ ଜିଲ୍ଲାରୁ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ଷ୍ଟେଟ୍ ପୁଲରୁ ୩୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।*

*ଏବେ ରାଜ୍ୟରେ ମୋଟ୍ ୨,୭୨,୦୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫,୨୪୭ ରହିଛି।*

*ଏଣେ କରୋନାରେ ପୁଣି ୧୧ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like