-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ପିକଫ୍ ଭ୍ଯାନ ଧକ୍କାରେ ଜଣେ ମୃତ ଜଣେ ଆହତ

06-Aug-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ପିକ୍‌ଅପ୍‌ ଭ୍ୟାନ୍‌। ଆଜି ସକାଳୁ ସକାଳୁ ବଲାଙ୍ଗିର ସହରରେ ଘଟଣା ଘଟିଛି। ଦୁର୍ଗାମନ୍ଦିର ଛକ ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତ ମହିଳାଙ୍କ ନାଁ ପ୍ରମିଳା ମହାପାତ୍ର ଓ ଆହତଙ୍କ ନାଁ ଉଷା ସିଂ ବୋଲି ଜଣାପଡିଛି ।

ପ୍ରମିଳା ଓ ଉଷା ଉଭୟେ ଦୁର୍ଗା ମନ୍ଦିରରେ ପୂଜାର୍ଚ୍ଚନା ସାରି ଚାଲି ଚାଲି ଘରକୁ ଫେରୁଥିବା ବେଳେ ଏକ ଟମାଟୋ ବୋଝେଇ ପିକ୍‌ଅପ୍ ଭ୍ୟାନ୍ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ପିକ୍‌ଅପ୍‌ ଧକ୍କାରେ ପ୍ରମିଳା ରାସ୍ତାକଡ଼ ନାଳରେ ପଡ଼ି ଯାଇଥିଲେ। ପିକ୍‌ଅପ୍‌ ଭ୍ୟାନ୍‌ ମଧ୍ୟ ନାଳ ଉପରେ ଚଢ଼ି ଯାଇଥିଲା ଓ ତା’ ତଳେ ପ୍ରମିଳା ଚାପି ହୋଇ ରହି ଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଉଷା ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ ଛିଟିକି ହୋଇ ରାସ୍ତାକଡ଼ରେ ପଡ଼ିଥିଲେ। ସେ ସାମାନ୍ୟ ଆହତ ହୋଇଛନ୍ତି।

ବଲାଙ୍ଗିର ଟାଉନ୍ ପୋଲିସ୍‌ କ୍ରେନ୍‌ ସାହାଯ୍ୟରେ ପିକ୍‌ଅପ୍‌ ଭ୍ୟାନ୍‌କୁ ଉଠାଇବା ପରେ ପ୍ରମିଳାଙ୍କ ମୃତଦେହକୁ ଉଦ୍ଧାର କରିଥିଲା। ପୋଲିସ୍‌ ପିକ୍‌ଅପ୍ ଭ୍ୟାନ୍‌ଟିକୁ ଜବତ କରିଥିବା ବେଳେ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like