-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୋନପୁର ସାଗରପାଲି ଠାରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର, ସ୍ୱଳ୍ପ ସଂଚୟ ଜିଲ୍ଲାର ଆର୍ଥିକ ସ୍ଥିତିକୁ ମଜବୁତ କରିବ -ଜିଲ୍ଲା ସ୍ୱଳ୍ପସଂଚୟ ଅଧିକାରୀ

06-Aug-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ସୋନପୁର ବ୍ଲକ ସ୍ଥିତ ସାଗରପାଲି ଗ୍ରାମର  ଗଙ୍ଗାଧର ମେହେର ପାଠାଗାର ପରିସରରେ ଜିଲ୍ଳା ସ୍ୱଳ୍ପ ସଂଚୟ ବିଭାଗ ତରଫରୁ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତି କରଣ ଶିବିର ସରକାରଙ୍କ କୋଭିଡ ମାର୍ଗଦର୍ଶିକା ପାଳନ ପୂର୍ବକ   ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ହରିଚରଣ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶ୍ରୀ ମିଶ୍ର ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ସଂଚୟ ଓ ବୀମା ଯୋଜନା ବିଷୟରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇବା ସହ ଚିଟ ଫଣ୍ଡ କମ୍ପାନୀ ମାନଙ୍କ ଠାରୁ ଦୁରେଇ ରହିବା ପାଇଁ ପରାମର୍ଶ ଦେଇଥିଲେ l ଶିବିରରେ ୧୭ ଜଣ ଗ୍ରାମବାସୀ ନୂତନ ଭାବେ ସଂଚୟ ଖାତା ଖୋଲିବା ପାଇଁ ଫର୍ମ ପୂରଣ କରି ସ୍ୱଳ୍ପ ସଂଚୟ ଯୋଜନା କୁ ପ୍ରୋତ୍ସାହିତ କରିଥିବା ରୁ ବିଭାଗ ତରଫରୁ ବିଶେଷ ପ୍ରଶଂସା କରାଯାଇଥିଲା l ଶିବିରରେ ଗ୍ରାମବାସୀଙ୍କୁ ମାସ୍କ ସହ ସ୍ୱଳ୍ପ ସଂଚୟ ସ୍କିମ ର ପ୍ରଚାର ପତ୍ର ବଣ୍ଟନ କରି ଜିଲ୍ଲାରେ ସ୍ୱଳ୍ପ ସଂଚୟର ଉପାଦେୟତା ଓ ଜୀବନରେ ଏହାର ଜରୁରୀ ଆବଶ୍ୟକତା ଉପରେ ସଚେତନତା କରାଯାଇଥିଲା l ସ୍ୱଳ୍ପ ସଂଚୟ ମାଧ୍ୟମରେ ଗୋଟିଏ ପରିବାର ବା ଜଣେ ବ୍ୟକ୍ତି ନିଜେ ଆର୍ଥିକ  ସ୍ୱାବଲମ୍ବୀ ହେବା ସହ ପରୋକ୍ଷ ଭାବେ ଜିଲ୍ଳାର ଅଗ୍ରଗତିରେ ସହାୟକ ହୋଇଥାଏ, ଏଣୁ ସଂଚୟ ଯୋଜନା ଗୁଡିକୁ ଆପଣେଇବାକୁ ପରାମର୍ଶ ଦେଇଥିଲେ lଏହି ଶିବିର ରେ ସର୍ବ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ, ଶାଖା ପରିଚାଳକ ଭାରତୀୟ ଡାକ ଦେୟ ବ୍ୟାଙ୍କ, ଗୁରୁଦେବ ମେହେର ସାମ୍ବାଦିକ, ସିକନ୍ଦର ସାମନ୍ତରାୟ, ଶାଖା ପୋଷ୍ଟ ମାଷ୍ଟର,, ଦୁଃଖୀଶ୍ୟାମ ସେଠୀ, ସଞ୍ଜୟ ବାରିକ, ସ୍ୱଳ୍ପ ସଂଚୟ ଅଭିକର୍ତା ଗୋପାଳ ମେହେର ତଥା ଗ୍ରାମବାସୀ ପ୍ରମୁଖ ଯୋଗଦାନ କରିଥିଲେ l କାର୍ଯ୍ୟକ୍ରମରେ ଗ୍ରାମର ଜୟନ୍ତ କୁମାର ମେହେର, ପବିତ୍ର ମେହେର, ଓ ଯଦୁ ମେହେର ସହଯୋଗ କରିଥିବାବେଳେ ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିବା ସହିତ ସ୍ୱଳ୍ପ ସଂଚୟ ଅଭିକର୍ତା ଶ୍ରୀ ଗୋପାଳ ମେହେର, ସାଗରପାଲିଙ୍କୁ ସ୍ୱଳ୍ପ ସଂଚୟ ଆଦାୟରେ ନିଷ୍ଠାପର ଓ ଆନ୍ତରିକ ସହ ନିଜର ଲକ୍ଷ୍ୟ ଧାର୍ଯ୍ୟ ପୂରଣ କରିଥିବାରୁ ବିଭାଗ ତରଫରୁ ପୁରସ୍କୃତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like